Odisha Link
Bridging the Missing Links in Odisha
Daily Archives

June 24, 2021

ଆସନ୍ତା କାଲି ପ୍ରକାଶ ପାଇବ ମାଟ୍ରିକ…

କଟକ: ଆସନ୍ତା କାଲି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ। ଏହାସହ ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। କଟକ BSE ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟା ପରେ  ୱେବ୍‌ସାଇଟ୍‌ରେ ଉପଲ୍ଲବ୍ଧ ହେବ।  ଛାତ୍ରଛାତ୍ରୀମାନେ…

ନୂଆ IT ନିୟମ: ଅଭିଯୋଗର ୨୪ ଘଣ୍ଟାରେ…

ନୂଆଦିଲ୍ଲୀ: ଅଭିଯୋଗର ୨୪ ଘଣ୍ଟାରେ ବନ୍ଦ ହେବ ଫେକ୍‌ ସୋସିଆଲ ମିଡିଆ ଆକାଉଣ୍ଟ ଆକାଉଣ୍ଟ। ନୂଆ ଆଇଟି ନିୟମ ଲାଗୁ ହେବା ପରେ ଫେକ୍ ସୋସିଆଲ ମିଡିଆ ଆକାଉଣ୍ଟଧାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ନୂଆ ନିୟମ ଅନୁଯାୟୀ, ସୋସିଆଲ ମିଡିଆ କମ୍ପାନୀକୁ କୌଣସି ଫେକ୍…

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ…

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ। ସ୍ନାନବେଦୀ ମହାପ୍ରଭୁଙ୍କ ସ୍ନାନ ନୀତି ସଂପର୍ଣ୍ଣ ହୋଇଛି। ୧୦୮ ଗରା ସୁବାସିତ ଜଳରେ ସ୍ନାନ…

କଟକରୁ ୧୬ ଲକ୍ଷ ଟଙ୍କାର ବ୍ରାଉନସୁଗାର…

କଟକ: କଟକରୁ ୧୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ। କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ବ୍ରାଉନସୁଗାର ଜବତ କରିଛି। ବାଙ୍କୀ ବଜାରରେ ଜଣେ ଗ୍ରାଜୁଏଟ ଛାତ୍ର ବ୍ରାଉନସୁଗାର ବିକ୍ରି କରୁଥିବା ବେଳେ ଧରା ପଡ଼ିଛି। ଏହି ଅଭିଯୁକ୍ତ ଜଣଙ୍କ ହେଉଛି ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନା ପୋଡ଼ାଢ଼ିହର ସୁରେଶ…

୨୭ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ…

ଭୁବନେଣ୍ବର: ଓଡ଼ିଶାରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ଓଡ଼ିଶା ଆଖପାଖ ରାଜ୍ୟଗୁଡ଼ିକରେ ଘୂର୍ଣ୍ଣିବଳୟ ଓ ଟ୍ରପ୍‌ଲାଇନ୍‌ ସୃଷ୍ଟି ହୋଇଥିବାରୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥାନେ…

ମନୀଷ ମାଲହୋତ୍ରାଙ୍କ ସମେତ ଆଉ ୨…

ନୂଆଦିଲ୍ଲୀ: ବି-ଟାଉନର ପ୍ରସିଦ୍ଧ ଫ୍ୟାଶନ୍ ଡିଜାଇନର୍‌ ମନୀଷ ମାଲହୋତ୍ରା, ରିତୁ କୁମାର ଓ ସବ୍ୟସଚୀ ମୁଖାର୍ଜୀଙ୍କୁ ଇଡି ନୋଟିସ୍ ପଠାଇଛି। କୁହାଯାଉଛି ଯେ ଜଣେ ରାଜନେତାଙ୍କ ସହ ଲକ୍ଷ ଲକ୍ଷ ଟଙ୍କାର କାରବାର, ଟିକସ ଫାଙ୍କିବା ଭଳି ଅନେକ ମାମଲାରେ ଏହି ତିନିଜଣଙ୍କ ନା ସାମ୍ନାକୁ ଆସିଛି। ଏହି ମାମଲାରେ…

ଥମୁନି ମୃତ୍ୟୁହାର: ୨୪ଘଣ୍ଟାରେ ୪୪ ଜୀବନ…

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି।…

ରାଜ୍ୟରେ କରୋନା: ଦିନକରେ ୩୬୫୦ ଆକ୍ରାନ୍ତ…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୫୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ…

ବିନା ଭକ୍ତରେ ଦ୍ୱିତୀୟ ଶ୍ରୀକ୍ଷେତ୍ରରେ…

ବାରିପଦା: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ୧୦୮ ଗରା ପବିତ୍ର ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ଅତ୍ୟଧିକ ସ୍ନାନ ପରେ ଶ୍ରୀବିଗ୍ରହ ମାନେ ପରେ ଗଜବେଶରେ ଦେବେ ଦର୍ଶନ। ପରେ ମହାପ୍ରଭୁ ଜ୍ବରରେ ପୀଡିତ ହୋଇ ଅଣସର ଘରେ ଅବସ୍ଥାନ କରିବେ। ଅଣସର ଘରେ ଗୁପ୍ତ ସେବା ଉପଚାର ଆଗାମୀ ୧୫ଦିନ ଧରି ଜାରି…

ଆଜି ପବିତ୍ର ଦେବ ସ୍ନାନପୂର୍ଣ୍ଣିମା,…

ପୁରୀ: ଆଜି ପବିତ୍ର ଦେବ ସ୍ନାନପୂର୍ଣ୍ଣିମା। ରତ୍ନବେଦୀ ଛାଡି ସ୍ନାନ ବେଦୀରେ ଶ୍ରୀଜିଉ। ବିନା ଭକ୍ତରେ ବିନା ଭକ୍ତରେ କୋଭିଡ୍ ନିୟମ ଅନୁସାରେ ଚାଲିଛି ନୀତିକାନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ବୁଧବାର ରାତି ୧୦ ଟାରୁ ୧୪୪ ଧାରା ଲାଗୁ କରାଯାଇଛି। ଭକ୍ତ ମାନେ ବଡଦାଣ୍ଡକୁ ନଆସି ଟିଭିରେ ସିଧା ପ୍ରସାରଣ…