Odisha Link
Bridging the Missing Links in Odisha
Daily Archives

June 25, 2021

ଟିକା ନ ନେଇ ଖାଲି ଛୁଞ୍ଚି ଫୋଡ଼ିଲେ ନର୍ସ

ବିହାର: ମହାମାରୀ କରୋନାକୁ ମାତ୍‌ ଦେବାକୁ ଦେଶରେ ଟିକାକରଣ ଅଭିଯାନ ଜୋରସୋର ଚାଲିଛି। ଏହାରି ମଧ୍ୟରେ ଜଣେ ନର୍ସ ସିରିଞ୍ଜରେ ଟିକା ଭର୍ତ୍ତି ନକରି ଯୁବକଙ୍କୁ ଇଞ୍ଜେକସନ ଦେଇ ଦେଇଥିବା ଘଟଣା ସାମ୍ନାକୁ ଆସୁଛି। ବିହାରର ଛପରାରେ ଏଭଳି ଘଟଣା ଘଟିଛି। ସୂଚନା ମୁତାବକ, ବିହାରର ଛପରା ବଡ଼ା ଇମାନବାଡା…

ଇଣ୍ଡିଆ ସ୍ମାର୍ଟ ସିଟି କଣ୍ଟେଷ୍ଟ ୨୦୨୦:…

ଭୁବନେଶ୍ୱର: ସ୍ମାର୍ଟ ସିଟି କଣ୍ଟେଷ୍ଟରେ ଭୁବନେଶ୍ୱରକୁ ମିଳିଛି ସଫଳତା। ଇଣ୍ଡିଆ ସ୍ମାର୍ଟ ସିଟି କଣ୍ଟେଷ୍ଟ ୨୦୨୦ରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍(ବିଏମ୍‌ସି)କୁ ଦୁଇଟି ପୁରସ୍କାର ପ୍ରଦାନ କରାଯାଇଛି। କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ଏହି…

ୟୁଟ୍ୟୁବର୍ସଙ୍କ ଉପରେ ଆରୋପ ଲଗାଇଲେ ବାବା…

ନୂଆଦିଲ୍ଲୀ: ସୋଶିଆଲ୍‌ ମିଡିଆ ଜରିଆରେ ଚର୍ଚ୍ଚାକୁ ଆସି ରାତାରାତି ଷ୍ଟାର ପାଲଟିଥିବା ‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦ ଆତ୍ମହତ୍ୟା ଉଦ୍ୟମ କରିଥଲେ। ଡାକ୍ତରଖାନାରୁ ଡିସଚାର୍ଜ ହୋଇ ସେ ଏବେ ଘରକୁ ଫେରିଛନ୍ତି। ବାବା ଘରକୁ ଫେରିବା ପରେ ପୁଲିସକୁ ନିଜ ବୟାନ ଦେଇଛନ୍ତି। ସେ କାହିଁକି ଆତ୍ମହତ୍ୟା…

ପ୍ରଥମ ଓ ଦ୍ବିତୀୟ ଲହରର ଅଭିଜ୍ଞତା ଆମକୁ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ Liquid Medical Oxygen ସଂପକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ଦୁଇ…

କିସ୍‍ରୁ ମାଟ୍ରିକ୍‍ ପାସ୍ କଲେ ଦାନ…

ଭୁବନେଶ୍ୱର: ଶୁକ୍ରବାର ପ୍ରକାଶିତ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି। ସ୍କୁଲ୍‍ର ୬୨୯ ଛାତ୍ରଛାତ୍ରୀ ୭୦ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ…

ମିଲର ଓ ସରକାରଙ୍କ ମଧ୍ୟମରେ ଅସାଧୁ ମେଣ୍ଟ…

ଭୁବନେଶ୍ୱର: ସାରା ରାଜ୍ୟରେ ହଜାର ହଜାର ସଂଖ୍ୟାରେ ଚାଷୀଙ୍କ ପାଖରେ ଧାନ ବିକ୍ରି ନହୋଇପାରି ସ୍ଥାନୀୟ ମଣ୍ଡିଗୁଡିକରେ ପଡିରହିଛି। ସରକାରଙ୍କ ତରଫରୁ ଟୋକନ ବ୍ୟବସ୍ଥାରେ ଧାନ ବିକ୍ରି ପାଇଁ ଥିବା ବିଧି ବ୍ୟବସ୍ଥାରେ ପ୍ରାୟ ହଜାର ସଂଖ୍ୟାରେ ଚାଷୀଙ୍କ ଟୋକନ ଲ୍ୟାପସ୍ ହେବା କାରଣରୁ ସେମାନଙ୍କ ଧାନ ମଣ୍ଡିରେ…

ରିଲାଏନ୍ସ ରିଟେଲ୍ ୩ ରୁ ୫ ବର୍ଷ ଭିତରେ ୩…

ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ରିଟେଲ୍ ସଂସ୍ଥା ରିଲାଏନ୍ସ ରିଟେଲ୍ ଆସନ୍ତା ୩ ରୁ ୫ ବର୍ଷ ଭିତରେ ୩ ଗୁଣା ବୃଦ୍ଧି ପାଇବ ଏବଂ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦେଶକ ମୁକେଶ ଅମ୍ବାନି କହିଛନ୍ତି। ଏଥିସହିତ ଏହା ଆହୁରି…

ଜୁନ୍ ୨୮ରୁ ଖୋଲିବ ଏମ୍ସ ଓପିଡି

ଭୁବନେଶ୍ୱର: ଆସନ୍ତା ଜୁନ୍ ୨୮ ତାରିଖରୁ ଖୋଲିବ ଏମ୍ସ ଓପିଡି। ରୋଗୀଙ୍କ ପାଇଁ ଖୋଲିବ ଭୁବନେଶ୍ୱର ଏମ୍ସର ଓପିଡ଼ି ବିଭାଗ। କରୋନା ପାଇଁ ଏପ୍ରିଲ ୨୪ ତାରିଖରୁ ଏମ୍‌ସ ଓପିଡ଼ି ବନ୍ଦ ରହିଥିଲା। ଏବେ ସବୁ ବିଭାଗର ଆଉଟଡୋର୍ ଖୋଲିଲେ ମଧ୍ୟ ଅଳ୍ପ ସଂଖ୍ୟକ ରୋଗୀଙ୍କୁ କରୋନା କଟକଣା ମଧ୍ୟରେ ଚିକିତ୍ସା କରାଯିବ…

ସ୍ତ୍ରୀ ଥାଉ ଥାଉ ଅନ୍ୟ ମହିଳାକୁ ଘରକୁ…

ବୀରମିତ୍ରପୁର: ସ୍ୱାମୀକୁ ଟାଙ୍ଗିଆରେ ଆକ୍ରମଣ କଲା ସ୍ତ୍ରୀ। ପ୍ରଥମ ସ୍ତ୍ରୀ ଥିବା ବେଳେ ଆଉ ଜଣେ ମହିଳାଙ୍କୁ ଘରକୁ ଆଣିବାରୁ ସ୍ୱାମୀକୁ ଆକ୍ରମଣ କଲା ସ୍ତ୍ରୀ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ଥାନା ଅନ୍ତର୍ଗତ ତଲସେରା ଗାଁରେ। ସ୍ୱାମୀଙ୍କ ନାଁ ଶ୍ୟାମ ସୁନ୍ଦର ସାହୁ। ସେ ବର୍ତ୍ତମାନ…

ବର୍ଷା ଆଶଙ୍କା:୧୫ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ ବର୍ଷା ସହ ବଜ୍ରପାତ ଆଶଙ୍କା। ଆସନ୍ତାକାଲି ୧୫ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଏନେଇ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କେନ୍ଦୁଝର,…