Odisha Link
Bridging the Missing Links in Odisha
Daily Archives

July 6, 2021

ଆଜି ଶ୍ରୀନଅରକୁ ରାଜପ୍ରସାଦ ବିଜେ ନୀତି

ପୁରୀ: ଆଜି ପବିତ୍ର ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିର ସକାଳ ଧୂପ ଓ ଭୋଗମଣ୍ଡପ ନୀତି ପରେ ରାଜପ୍ରସାଦ ବିଜେ ନୀତି ହେବ। ମହାପ୍ରଭୁ ସୁସ୍ଥ ହୋଇଥିବା ଖବର ନେଇ ରାଜ ନହରକୁ ଶ୍ରୀ ଅଙ୍ଗ ଲାଗି ପ୍ରସାଦ ବିଜେ କରାଇବେ ସେବାୟତ। ଶ୍ରୀବିଗ୍ରହ ମାନଙ୍କ ସୁସ୍ଥ ହେବାର ଖବର ଗଜପତିଙ୍କୁ ଜଣାଇବା ସହ ପ୍ରଥମ ଆଦ୍ୟ…

ରେକର୍ଡ କଲା କରୋନା ମୃତ୍ୟୁସଂଖ୍ୟା,…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି…

କମୁଛି କରୋନା ସଂକ୍ରମଣ, ଦିନକରେ ୨୪୮୭…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ପ୍ରବଳ ବର୍ଷା ଆଶଙ୍କା, ୧୩ ଜିଳ୍ଲାକୁ…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାଗୁଡିକୁ ସତର୍କ ରହିବାପାଇଁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ମଧ୍ୟରେ କୋରାପୁଟ, ନବରଙ୍ଗପୁର,…

ଆଜିଠୁ ୪୩ଟି ରୁଟରେ ଗଡ଼ିଲା OSRTC ବସ୍

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଗଡ଼ିଲା ସରକାରୀ ବସ୍। ୪୩ଟି ରୁଟରେ ଚାଲିବ OSRTC ବସ୍। ଏଥିପାଇଁ ରାଜ୍ୟ ସଡ଼କ ପରିବହନ ନିଗମ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏହି ବସ୍ ଗୁଡ଼ିକ ରାଷ୍ଟ୍ରାୟତ ନିଗମର ୧୬ଟି ଡିପୋରୁ ଯାତାୟତ କରିବ। ବସରେ ଯାତ୍ରା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। କାଟେଗୋରୀ…