Odisha Link
Bridging the Missing Links in Odisha
Daily Archives

July 8, 2021

ତୃତୀୟ ଲହର ପାଇଁ ୩ ମାସିଆ ସର୍ଭେଲାନ୍ସ

ଭୁବନେଶ୍ୱର: ତୃତୀୟ ଲହର ଆଶଙ୍କାକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦଶକ ବିଜୟ ମହାପାତ୍ର କହିଛନ୍ତି ଯେ, ତୃତୀୟ ଲହର ପାଇଁ ସରକାର ପ୍ରସ୍ତୁତ। ମୁଖ୍ୟତଃ ୩ଟି ପ୍ରସଙ୍ଗ ଉପରେ ଗୁରୁତ୍ୱ ଦିଆଯାଉଛି। ଲୋକଙ୍କୁ ଟିକାକାରଣ କରିବା, ୩ ମାସିଆ ସର୍ଭେଲାନ୍ସ ଓ ଭିତ୍ତିଭୂମି ପ୍ରସ୍ତୁତ କରାଯିବା ସହ ସ୍ୱତନ୍ତ୍ର ଗ୍ରୁପର…

ନୂତନ ମନ୍ତ୍ରିମଣ୍ଡଳଙ୍କ ସହ ବୈଠକ କରିବେ…

ନୂଆଦିଲ୍ଲୀ: ଗତକାଲି ମୋଦିଙ୍କ କ୍ୟାବିନେଟ ସମ୍ପ୍ରସାରଣ ପରେ ଆଜି ପ୍ରଧାନମନ୍ତ୍ରୀ ମୋଦି ନୂତନ ମନ୍ତ୍ରୀଙ୍କ ସହ ବୈଠକ କରିବେ। ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର କ୍ୟାବିନେଟ ଏବଂ ମନ୍ତ୍ରୀ ପରିଷଦର ପୃଥକ ବୈଠକ ହେବ ବୋଲି ଆଶା ପ୍ରକାଶ କରାଯାଉଛି। ଆଜି କେନ୍ଦ୍ର କ୍ୟାବିନେଟ ଏବଂ ମନ୍ତ୍ରୀ ପରିଷଦର…

ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ…

ପୁରୀ: ଆଜି ରଥଯାତ୍ରା ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘୋଷଯାତ୍ରାକୁ ଶୃଙ୍ଖଳିତ କରିବାକୁ ବୈଠକରେ ଆଲୋଚନା କରାଯିବ। ଗତକାଲି ଭର୍ଚୁଆଲ ମାଧ୍ୟମରେ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ…

ଭିଜିଲାନ୍ସ ଜାଲରେ ଅବସର ପ୍ରାପ୍ତ…

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅବସର ପ୍ରାପ୍ତ ଅଧୀକ୍ଷକ। ଟିଟିଲାଗଡ଼ ୱେୟାର ହାଉସର ଅବସରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତଙ୍କୁ ଘରେ ଭିଜିଲାନ୍ସ ରେଡ଼୍ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଣପତିଙ୍କ ପ୍ୟାଲେସ ଲାଇନ୍ ଘରେ ରେଡ଼୍ ହୋଇଛି। ଭିଜିଲାନ୍ସ ଖୋଳତାଡ଼ ଜାରି ରହିଛି।

ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ…

ସିମଲା: ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ଆଜି ପରଲୋକ ହୋଇଛି। ସିମଲାରେ ଭୋର ୩ଟା ୪୦ ସମୟରେ ସେ ଆଖି ବୁଜିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିବା ବେଳେ ସେ ଦୀର୍ଘ ଦିନରୁ ଅସୁସ୍ଥ ଥିଲେ। ସୋମବାର ହୃଦଘାତ ପରେ ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା। ସେ ଦୁଇ…

ଏନକାଉଣ୍ଟରରେ ୫ ଆତଙ୍କବାଦୀ ମୃତ

ଶ୍ରୀନଗର: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀ ‘ଅଲ୍ ଆଉଟ୍’ ଅଭିଯାନ ଜାରି। ଗତ ୨୪ ଘଣ୍ଟା ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ରହିଛି। ଜମ୍ମୁ-କଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ଏହି ସଫଳତା। ଆଉ କିଛି ଆତଙ୍କବାଦୀ ଲୁଚିଥିବା ଆଶଙ୍କା…

ଆସନ୍ତା ୫ ଦିନ ଯାଏଁ ଜାରି ରହିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି କିଛି…

ରେଳମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ…

ନୂଆଦିଲ୍ଲୀ: ଗତକାଲି ମୋଦୀଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଥିବା ବେଳେ ୪୩ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି।କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ପାଠ କରିଥିବା ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ ଓ ଆଇଟି ବିଭାଗର ଦାୟିତ୍ୱ ଦିଆଯାଇଛି। ଆଜି ରେଳ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅଶ୍ୱିନୀ ବୈଷ୍ଣବ।…

ପୁଣି ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ତୈଳ ଦର। ଦେଶର ଲଗାତାର ପେଟ୍ରୋଲ ଓ ଡିଜେଲ ଦର ବଢ଼ିବାରେ ଲାଗିଛି। ଲିଟର ପିଛା ଦର ସେଞ୍ଚୁରୀ ପାର କରିଥିଲେ ହେଁ ଥମିବାର ନାଁ ନେଉନାହିଁ। ଆଜି ଉଭୟ ପେଟ୍ରୋଲ ଓ ଡିଜେଲ ଦାମ ବଢ଼ିଛି। ଭୁବନେଶ୍ୱରରେ ପେଟ୍ରୋଲର ଲିଟର ପିଛା ଦାମ ୧୦୧.୩୭ ଟଙ୍କା ଓ ଡିଜେଲ ଦାମ ୯୭.୬୭ ଟଙ୍କା ହୋଇଛି।…

ଥମୁନି ମୃତ୍ୟୁସଂଖ୍ୟା: ଆଉ ୫୭ ଜୀବନ ନେଲା…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି।…