Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ଅବସର ପ୍ରାପ୍ତ ଅଧୀକ୍ଷକ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅବସର ପ୍ରାପ୍ତ ଅଧୀକ୍ଷକ। ଟିଟିଲାଗଡ଼ ୱେୟାର ହାଉସର ଅବସରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତଙ୍କୁ ଘରେ ଭିଜିଲାନ୍ସ ରେଡ଼୍ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଣପତିଙ୍କ ପ୍ୟାଲେସ ଲାଇନ୍ ଘରେ ରେଡ଼୍ ହୋଇଛି। ଭିଜିଲାନ୍ସ ଖୋଳତାଡ଼ ଜାରି ରହିଛି।