Odisha Link
Bridging the Missing Links in Odisha
Daily Archives

July 13, 2021

ଚେସ୍‌ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ…

ଭୁବନେଶ୍ୱର: ଓଡ଼ିଆ ଆଇଏମ୍‌ ପଦ୍ମିନୀ ରାଉତ ରୁଷିଆର ସୋଚିରେ ଆରମ୍ଭ ହୋଇଥିବା ଚେସ୍‌ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ବିଜୟୀ ହୋଇଛନ୍ତି। ସୋମବାରଠୁ ଚେସ୍‌ ବିଶ୍ୱକପ୍‌ ଆରମ୍ଭ ହୋଇଛି। ପଦ୍ମିନୀ ପ୍ରଥମ ମ୍ୟାଚ୍‌ରେ ଆଜରବାଇଜାନର ମହିଳା ଗ୍ରାଣ୍ଡମାଷ୍ଟର ଫତାଲିଏଭା ଉଲଭିଆଙ୍କୁ ଭେଟିଥିଲେ। ଏହି ବିଜୟ ସେ…

ଥମୁନି ମୃତ୍ୟୁସଂଖ୍ୟା: ଆଉ ୬୮ ଜୀବନ ନେଲା…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ସଂକ୍ରମଣ ହାର କମୁଥିବା ବେଳେ ଥମୁନି ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୯୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୧୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଏଥିସହ ୬୮…

ରାଜ୍ୟରେ କମୁଛି ସଂକ୍ରମଣ, ଦିନକରେ ୧୯୩୦…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୯୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୧୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ…

ଆଜିଠୁ NEET ପରୀକ୍ଷା ପାଇଁ ଆବେଦନ…

ନୂଆଦିଲ୍ଲୀ: ଆଜିଠୁ ମେଡିକାଲ ପ୍ରବେଶିକା ଏନଇଇଟି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ। ଅପରାହ୍ଣ ୫ଟାରୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା। ଏନ୍‌ଟିଏ ୱେବସାଇଟ୍ ଜରିଆରେ ଆବେଦନ କରିହେବ। ସେପ୍ଟେମ୍ବର ୧୨ ତାରିଖରେ ହେବ ମେଡିକାଲ ପ୍ରବେଶିକା ପରୀକ୍ଷା। ଏନେଇ ଶିକ୍ଷାମନ୍ତ୍ରୀ ଟ୍ୱିଟ୍ କରି ନିଟ୍ ପରୀକ୍ଷା ପାଇଁ…

ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ…

ପୁରୀ: ଗତକାଲି ଶରଧା ବାଲିରେ ତିନି ରଥ ରଥ ପହଞ୍ଚି ସାରିଛି। ରଥାରୂଢ ହୋଇ ଦର୍ଶନ ଦେଉଛନ୍ତି ମହାବାହୁ। ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତି କାନ୍ତି ଅନୁଷ୍ଠିତ ହୋଇ…

ଟିକା ଅଭାବ: ଅଧା ଓଡ଼ିଶାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଟିକା ସଙ୍କଟ। ଟିକାର ଅଭାବ କାରଣରୁ ଟିକାକରଣକୁ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ମଙ୍ଗଳବାର ରାଜ୍ୟର ୧୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିବ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅନୁଗୁଳ, ବାଲେଶ୍ବର, ଦେବଗଡ଼, ଢେଙ୍କାନାଳ, ଗଜପତି, ଝାରସୁଗୁଡ଼ା,…