Odisha Link
Bridging the Missing Links in Odisha
Daily Archives

July 14, 2021

ଫ୍ୟାମିଲି କୋର୍ଟର ବର୍ଷା ଓ ଅନୁଭବ,…

କଟକ: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ପ୍ରସଙ୍ଗ। କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା ଓ ଅନୁଭବ। ଫ୍ୟାମିଲି କୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଉପସ୍ଥିତ ହୋଇଛନ୍ତି ବର୍ଷା। ଗତ ଶୁକ୍ରବାର ଉଭୟ ବର୍ଷା ଓ ଅନୁଭବ ଫ୍ୟାମିଲି କୋର୍ଟରେ ହାଜର…

ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ…

ନୂଆଦିଲ୍ଲୀ: ଆସନ୍ତା ୧୯ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାର ଦିନକ ପୂର୍ବରୁ ୧୮ ତାରିଖ ସରକାର ଏକ ସର୍ବ ଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିବେ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏହି ବୈଠକ ପାଇଁ ସବୁ…

ଲକଡାଉନ ଖୋଲିଲେ ରାଜ୍ୟରେ ଗଡିବ ସବୁ ବସ୍:…

ଭୁବନେଶ୍ୱର: ଲକଡାଉନ ଖୋଲିଲେ ରାଜ୍ୟରେ ଗଡିବ ସବୁ ବସ୍। ଆଉ ଦିନକ ପରେ ରାଜ୍ୟରେ ଆଂଶିକ ଲକଡାଉନ ୨ୟ ପର୍ଯ୍ୟାୟ ଶେଷ ହେଉଥିବା ବେଳେ ବସ୍ ପରିବହନକୁ ବିଚାର ବିମର୍ଷ ଜାରି ରହିଛି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ। ବର୍ତ୍ତମାନ ସରକାରଙ୍କ A କ୍ୟାଟଗୋରୀ ଚିହ୍ନିତ ୨୦ ଜିଲ୍ଲାରେ ପ୍ରାୟତଃ ବସ୍ ଚାଲୁଛି।…

ଭୁବନେଶ୍ୱରରୁ ଲକ୍ଷାଧିକ ଟଙ୍କା ଓ…

ଭୁବନେଶ୍ୱର: ଭୁବନେଶ୍ୱରରେ ଏକ ବଡ଼ଧରଣର ବ୍ରାଉନସୁଗର ଡିଲର ପର୍ଦ୍ଧାଫାସ କରିଛି ପୁଲିସ। ଏକ ଘର ଭିତରୁ ୫୫ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ କରାଯାଇଛି। ଜବତ ବ୍ରାଉନସୁଗରର ଓଜନ ୫୫୦ ଗ୍ରାମ ଜବତ କରାଯାଇଛି। ବ୍ରାଉନସୁଗର ସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ କରାଯାଇଛି। ସହିଦନଗର ଥାନା କେସୁରା ଅଞ୍ଚଳର…

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା

କଟକ: ଓଲିଉଡ ଦମ୍ପତି ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ଏହାରି ଭିତରେ ବର୍ଷା ପ୍ରିୟଦର୍ଶିନୀ ବୁଧବାର କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ବୁଝାମଣା ପାଇଁ ବର୍ଷା ଆଜି ଫ୍ୟାମିଲି…

ଚଳିତବର୍ଷ ଓଡ଼ିଆ ଭାଷାରେ ଆସିବ ନିଟ୍…

ଭୁବନେଶ୍ୱର: ୨୦୨୧ରେ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ସେପ୍ଟେମ୍ବର ୧୨ରେ ଏନଇଇଟି(ନ୍ୟାସନାଲ ଏଲିଜିବିଲିଟି କମ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍)-ୟୁଜି ଅନୁଷ୍ଠିତ ହେବ। ଏହି ଆବେଦନ ପ୍ରକ୍ରିୟା ଅଗଷ୍ଟ ୬ ପର୍ଯ୍ୟନ୍ତ ଜାରି ରହିବ। ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ ସହ ଅଗଷ୍ଟ ୭ ରାତି ୧୧ଟା ୫୦ ସୁଦ୍ଧା…

ଓଡ଼ିଶାରେ ଆତଙ୍କବାଦୀ, STF ଟିମ୍ ଆଲର୍ଟ

ଭୁବନେଶ୍ୱର: ଓଡ଼ିଶାରେ ବାଙ୍ଗଲାଦେଶୀ ଆତଙ୍କବାଦୀ। ଏଭଳି ଖବର ପାଇବା ପରେ ପୁଲିସ ଏବେ ତନାଘନା ଆରମ୍ଭ କରିଦେଇଛି। କୋଲକାତାରେ ୩ ଜଣ ବାଂଲାଦେଶୀ ଆତଙ୍କବାଦୀ ଧରାପଡ଼ିବା ପ୍ରସଙ୍ଗରେ ତନାଘନା ଚାଲିଛି। କୋଳକାତା ସହ ଯୋଗାଯୋଗରେ ରହିଥିବା କହିଛନ୍ତି ଓଡ଼ିଶା ଗୁଇନ୍ଦା ଅଧତ୍କାରୀ। କୋଲକାତା STF ଦ୍ୱାରା ୩…

ପୁଣି ସୀମାରେ ଉଡ଼ିଲା ପାକିସ୍ତାନୀ ଡ୍ରୋନ

ଶ୍ରୀନଗର: ପୁଣି ସୀମାରେ ଉଡ଼ିଲା ପାକିସ୍ତାନୀ ଡ୍ରୋନ। ଜମ୍ମୁସ୍ଥିତ ଭାରତ ଓ ପାକିସ୍ତାନ ସୀମାରେ ପୁଣି ପାକିସ୍ତାନୀ ଡ୍ରୋନ ଉଡ଼ୁଥିବା ଦେଖିବାକୁ  ମିଳିଛି। ବିଏସଏଫ୍ ଯବାନମାନେ ଡ୍ରୋନ ଉପରକୁ ଗୁଳି ଚଳାଇବାରୁ ଡ୍ରୋନଟି ପୁଣି ପାକିସ୍ତାନ ସୀମା ମଧ୍ୟକୁ ଫେରିଯାଇଛି। ବିଏସଏଫ ସୁତ୍ରରୁ ମିଳିଥିବା ସୂଚନା…

କାୟା ମେଲାଉଛି କପା ଭ୍ୟାରିଆଣ୍ଟ,…

ରାଜସ୍ଥାନ: ଡେଲଟା ଓ ଡେଲଟା ପ୍ଲସ ପରେ ଏବେ କାୟା ମେଲାଉଛି କପା ଭ୍ୟାରିଆଣ୍ଟ। ରାଜସ୍ଥାନରେ ଏବେ କରୋନାର ଏହି ନୂଆ ଭ୍ୟାରିଆଣ୍ଟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ଭୂତାଣୁର ନୂଆ ରୂପ ‘କପା’କୁ ଚିନ୍ତା ବଢ଼ିଲାଣି। ରାଜସ୍ଥାନରେ…