Odisha Link
Bridging the Missing Links in Odisha
Daily Archives

July 15, 2021

ଅପରାହ୍ଣ ୨ଟା୩୦ରେ ମୁଖ୍ୟ ଶାସନ ସଚିବଙ୍କ…

ଭୁବନେଶ୍ବର: କରୋନାର ସଂକ୍ରମଣକୁ ମାତ୍‌ ଦେବାକୁ ଆଂଶିକ କଟକଣା ଜାରି ରହିଛି। ୧୬ ତାରିଖ ସକାଳେ ସରୁଛି ଆଂଶିକ ତାଲାବନ୍ଦର ଅବଧି। ଏଥିସହ ଆଜି ଆସିବ ନୂଆ ଗାଇଡଲାଇନ। ଅପରାହ୍ଣ ୨ଟା୩୦ରେ ମୁଖ୍ୟ ଶାସନ ସଚିବଙ୍କ ପ୍ରେସମିଟ୍। ରାଜ୍ୟରେ କୋଭିଡ୍ ସ୍ଥିତି ସମ୍ପର୍କରେ କରିବେ ଗୁରୁତ୍ୱପୂର୍ଣ୍ଣ ଘୋଷଣା। ୧୬ ପରେ…

ଆଂଶିକ କଟକଣା ଅବଧି ସରୁଥିବା ବେଳେ ଆଜି…

ଭୁବନେଶ୍ବର: କରୋନାର ସଂକ୍ରମଣକୁ ମାତ୍‌ ଦେବାକୁ ଆଂଶିକ କଟକଣା ଜାରି ରହିଛି। ୧୬ ତାରିଖ ସକାଳେ ସରୁଛି ଆଂଶିକ ତାଲାବନ୍ଦର ଅବଧି। ଏଥିସହ ଆଜି ଆସିବ ନୂଆ ଗାଇଡଲାଇନ। ଲକ୍‌ଡାଉନର ପ୍ରଭାବ ଜୀବନ ଜୀବିକା ଉପରେ ବେଶ୍‌ ପଡ଼ିଛି। ସଂକ୍ରମଣକୁ ମୁକାବିଲା ସହ ଜୀବିକାକୁ ସ୍ବାଭାବିକ କରିବା ପାଇଁ ସରକାର କି…

ବନ ସଂରକ୍ଷକଙ୍କ ମୃତ୍ୟୁ ମାମଲା: ୩ ଜଣଙ୍କ…

ଗଜପତି: ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟ ରଂଜନ ମହାପାତ୍ର କେମିତି ପୋଡ଼ି ହେଲେ? ଏହା ଏକ ଦୁର୍ଘଟଣା ନା ଆତ୍ମହତ୍ୟା ନା ହତ୍ୟା? ଏହାକୁ ନେଇ ନାନା କଳ୍ପନା ଜଳ୍ପନା ଲାଗିରହି ଥିବା ବେଳେ ଏହି ମାମଲାରେ ଏବେ ତିନି ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା। ଘଟଣା ଦିନ ଘରେ ସୌମ୍ୟରଂଜନଙ୍କ ସ୍ତ୍ରୀ,…

ଦରବୃଦ୍ଧି ନେଇ ଆଜି ବାମ ଦଳର ୬ ଘଣ୍ଟିଆ…

ଭୁବନେଶ୍ୱର: ଆଜି ବାମ ଦଳର ଓଡ଼ିଶା ବନ୍ଦ ଡାକରା। ତୈଳ ଦର ବୃଦ୍ଧି ସହ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି ବାମ ଦଳ। ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ ଫରଓ୍ୱାର୍ଡ଼ ବ୍ଳକ୍ ପକ୍ଷରୁ ଏହି ବନ୍ଦ…

ଆଡ଼ପ ମଣ୍ଡପରେ ଆଜି ଶ୍ରୀଜିଉଙ୍କ ବନକଲାଗି…

ପୁରୀ: ଆଡ଼ପ ମଣ୍ଡପରେ ଚାଲିଛି ଶ୍ରୀଜୀଉଙ୍କ ନୀତିକାନ୍ତି। ଆଜି ଗୁରୁବାର ଆଷାଢ ଶୁକ୍ଳ ପଞ୍ଚମୀ ମାସନ୍ତ ତିଥି ଥିବାରୁ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ନୀତି ସମ୍ପନ୍ନ ହେବା ପରେ ଶ୍ରୀଜୀଉଙ୍କ ବନକଲାଗି ନୀତି ବା ଶ୍ରୀମୁଖ ସିଂହାର ନୀତି…

ମଧ୍ୟ ରାତ୍ରିରେ ଓଡ଼ିଶାର ରେଳ ପ୍ରକଳ୍ପର…

ନୂଆଦିଲ୍ଲୀ: ରେଳବିଭାଗ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିବା ପରେ ଆକ୍ଟିଭ୍ ମୋଡରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଦାୟିତ୍ୱ ସମ୍ଭାଳିବା ଦିନରୁ ନିଜର ବିଭିନ୍ନ ପଦକ୍ଷେପ ନେଇ ଚର୍ଚ୍ଚାରେ ଥିବା ବେଳେ ଗତକାଲି ମଧ୍ୟ ରାତ୍ରୀରେ ଓଡ଼ିଶାର ରେଳ ପ୍ରକଳ୍ପର ସମୀକ୍ଷା କରିଥିଲେ। ବିଭିନ୍ନ ରେଳ ପ୍ରକଳ୍ପ…

ଥମୁନି ମୃତ୍ୟୁସଂଖ୍ୟା: କରୋନା ନେଲା ଆଉ…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି…

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୨୧୧୦…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୯୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ପୁଣି ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ଆଜି ପୁଣି ପେଟ୍ରୋଲ ଓ ଡିଜେଲ୍‌ ଦର ବୃଦ୍ଧି ପାଇଛି। ତିନିଦିନ ଦର ସ୍ଥିର ରହିବା ପରେ ଆଜି ଲିଟର ପିଛା ପେଟ୍ରୋଲ ୩୧-୩୯ ପଇସା ବୃଦ୍ଧି କରିଥିବା ବେଳେ ଡିଜେଲ ଲିଟର ପିଛା ୧୫-୨୧ ପଇସା ମହଙ୍ଗା ହୋଇଛି। ମୂଲ୍ୟବର୍ଦ୍ଧିତ କର ଓ ପରିବହନ ଭଡ଼ା ଯୋଗୁ ବିଭିନ୍ନ ରାଜ୍ୟରେ ଦର ଭିନ୍ନ ଭିନ୍ନ ରହିଛି।…