Odisha Link
Bridging the Missing Links in Odisha

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ବସିବ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାବେଳେ ଏହି ବୈଠକ ବସିବ । କ୍ୟାବିନେଟରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ । କେତେକ ବଡ଼ ପ୍ରସ୍ତାବରେ ମୋହର ବାଜିପାରେ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭର୍ଚୁଆଲ ମୋଡରେ କ୍ୟାବିନେଟ ବୈଠକରେ ଯୋଗ ଦେବେ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.