Odisha Link
Bridging the Missing Links in Odisha
Daily Archives

July 18, 2021

୫ଟି ସଚିବଙ୍କ କଟକ ଗସ୍ତ, ତାଳଦଣ୍ଡା…

କଟକ: ଆଜି ସକାଳୁ ସକାଳୁ କଟକ ଗସ୍ତ କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପାଣ୍ଡିଆନ୍‌ କଟକ ଗସ୍ତ କରି ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲ ପ୍ରକଳ୍ପର ସ୍ଥାନ ପରିଦର୍ଶନ କରି ଏହାର ଅଗ୍ରଗତି ବାବଦରେ ସମୀକ୍ଷା କରିଛନ୍ତି। ୧.୫୫…

କରୋନା: ରାଜ୍ୟରେ ୫ ହଜାର ଟପିଲା ମୃତ୍ୟୁ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ମାମଲା କମିବାରେ ଲାଗିଛି। ହେଲେ ରାଜ୍ୟରେ କମୁନି ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟାରେ ୨୨୧୫ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

ଦିନକରେ ୨୨୧୫ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା। ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ଦୈନନ୍ଦିନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ୯,୫୪,୩୨୬ରେ ପହଁଞ୍ଚିଛି ପଜିଟିଭ ସଂଖ୍ୟା। ଦିନକରେ ଚିହ୍ନଟ…