Odisha Link
Bridging the Missing Links in Odisha
Daily Archives

July 20, 2021

ଥମୁନି ମୃତ୍ୟୁହାର: ଆଉ ୫୬ ଜୀବନ ନେଲା…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୮୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି।…

ପୁଣି ବଢିଲା ସଂକ୍ରମଣ: ୨୪ ଘଣ୍ଟାରେ ୨୦୮୫…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୨୦୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୮୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା…

ଆଜିଠୁ ତୃତୀୟ ପର୍ଯ୍ୟାୟ ଜେଇଇ୍ ମେନ୍…

ଭୁବନେଶ୍ୱର: ଆଜିଠୁ ତୃତୀୟ ପର୍ଯ୍ୟାୟ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍ ଆରମ୍ଭ। ୨୭ ତାରିଖ ଯାଏଁ ଚାଲିବ ପରୀକ୍ଷା। ଏପଟେ ଆଜି ବାହୁଡ଼ା ଯାତ୍ରା ପାଇଁ ପୁରୀରେ କର୍ଫ୍ୟୁ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ ଆଡ୍‌ମିଟ୍‌ କାର୍ଡ ଦେଖାଇ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ । ସେମାନଙ୍କୁ କର୍ଫ୍ୟୁ…

ବାହୁଡ଼ା ଯାତ୍ରା: ପହଣ୍ଡି ନୀତି ଆରମ୍ଭ,…

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଗୁଣ୍ଡିଚା ମନ୍ଦିରରେ ନବ ଦିନାତ୍ମକଯାତ୍ରା ସାରି ଆଜି ପୁଣି ଭାଇ ଭଉଣୀଙ୍କୁ ସାଥିରେ ଘେନି ଜନ୍ମବେଦୀରୁ ରତ୍ନବେଦୀକୁ ଯାତ୍ରା କରିବା କାଳିଆ ସାଆନ୍ତ। ତେବେ କରୋନା କଟକଣା ପାଇଁ ଚଳିତ ବର୍ଷ ବିନା ଭକ୍ତରେ ପାଳିତ ହେଉଛି ମହାପ୍ରଭୁଙ୍କ ଘୋଷଯାତ୍ରା।…

ଏସିଏଫ୍‌ ସୌମ୍ୟ ମୃତ୍ୟୁ ମାମଲାରେ…

ସୋର: ଏସିଏଫ୍‌ ସୌମ୍ୟ ମୃତ୍ୟୁ ମାମଲାରେ ଟ୍ବିଷ୍ଟ୍। ସୌମ୍ୟଙ୍କ ମୃତ୍ୟୁର ୭ ଦିନ ପରେ ବି ମୃତ୍ୟୁର କାରଣ ପାଉନି ପୋଲିସ। କିନ୍ତୁ ଏହାରି ଭିତରେ ଆସିବାରେ ଲାଗିଛି ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ବୟାନ। ଗତକାଲି ସୌମ୍ୟଙ୍କ ମାଆ ବାପା ମାମୁଁଙ୍କର ବୟାନ ଆସିଲା ପରେ ଆଜି ଆସିଛି ସୌମ୍ୟଙ୍କ ସ୍ତ୍ରୀ…

ଆସନ୍ତା ୪ ଦିନ ବର୍ଷା ଆଶଙ୍କା

ଭୁବନେଶ୍ବର: ଆସନ୍ତା ୨୧ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ଆଜିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା…

ଆଜି ପବିତ୍ର ବାହୁଡ଼ା ଯାତ୍ରା

ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ଆଜି ବାହୁଡ଼ିବେ ମହାପ୍ରଭୁ। ଏଥିପାଇଁ ସୋମବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ସାଢ଼େ ୬ଟାରେ ମହାପ୍ରଭୁଙ୍କ ପହୁଡ଼ ଆଳତି ପରେ ବାହୁଡ଼ା ପହଣ୍ଡି ପାଇଁ ସୋମବାର ସନ୍ଧ୍ୟାରେ ମହାପ୍ରଭୁଙ୍କ ଶ୍ରୀମୁଖ ଖଣ୍ଡୁଆ ସହ ବାହୁଟ…