Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ଦିନକରେ ୧୯୨୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୧୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୧ଜଣ, ବରଗଡ଼ ଜିଲ୍ଲାରୁ ୨୭ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୪୮ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୫ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯୧ଜଣ, ଯାଜପୁର ଜିଲ୍ଲାରୁ ୧୨୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ ରହିଛନ୍ତି।

କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୮ଜଣ, କୋରାପୁଟ ଜିଲ୍ଲାରୁ ୮ଜଣ, ମାଲକାନଗିରି ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୬୪ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୦୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୩ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୮ଜଣ, ଷ୍ଟେଟ ପୁଲ୍‌ରୁ ୧୦୦ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୯୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୬୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୫୦୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୫୨୭୮୩୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.