Odisha Link
Bridging the Missing Links in Odisha
Daily Archives

July 21, 2021

ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ହେବେ…

ଭୁବନେଶ୍ୱର: ଓଡ଼ିଆ ପୁଅ (ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ମଙ୍ଗଳବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚାନଯୋଗ୍ୟ, ବିନୟ ଶ୍ରୀକାନ୍ତ 2019ରୁ…

ଥମୁନି ମୃତ୍ୟୁସଂଖ୍ୟା: ଆଉ ୬୯ ଜଣଙ୍କ…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଥମୁନାହିଁ ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୪୧କୁ ବୃଦ୍ଧି ପାଇଛି।…

ରାଜ୍ୟରେ କରୋନା: ଦିନକରେ ୧୯୨୭ ପଜିଟିଭ…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୧୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଆଜି ପବିତ୍ର ଇଦ୍‌-ଉଲ୍‌-ଜୁହା

ଭୁବନେଶ୍ବର: ଆଜି ଇସଲାମ ଧର୍ମର ପବିତ୍ର ପର୍ବ ‘ଇଦ୍-ଉଲ୍-ଜୁହା’। ବଳିଦାନ ଓ ସ୍ୱାର୍ଥତ୍ୟାଗର ଅନନ୍ୟ ପର୍ବ ହେଉଛି ‘ଇଦ୍-ଉଲ୍-ଜୁହା’। ଅନ୍ତରର ସମସ୍ତ ଲୋଭ ଓ ସ୍ୱାର୍ଥକୁ ବଳି ଦେଇ ଈଶ୍ୱର ଭକ୍ତିରେ ଲୀନ ହୋଇଯିବାର ପର୍ବ ହେଉଛି ‘ଇଦ୍-ଉଲ୍-ଜୁହା’। ଆଲ୍ଲାଙ୍କର ପୈଗମ୍ବର ଇବ୍ରାହିମ୍‌ଙ୍କ ସମର୍ପଣ ଭାବକୁ…

ଆଜି ପବିତ୍ର ସୁନାବେଶ: ମହଣ ମହଣ ସୁନାରେ…

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ସୁନାବେଶ। ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜିଉ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ରଥ ଉପରେ ଆଜି ସକାଳ ୬ଟାରୁ ୬ଟା ୩୦ ମଧ୍ୟରେ ଆଳତି କରାଯାଇଛି। ୭ଟାରେ ମଇଲମ, ୮ଟାରେ ଅବକାଶ, ୯ଟାରେ ବେଶ ଶେଷ, ୧୦ଟାରୁ ୧୦ଟା ୩୦ ଗୋପାଳ…