Odisha Link
Bridging the Missing Links in Odisha

ବୈତରଣୀ ବନ୍ୟା: ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବନ୍ୟା ଜଳ

ଭଦ୍ରକ: ଲଗାଣ ବର୍ଷା କାରଣରୁ ବୈତରଣୀ ନଦୀରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବନ୍ୟା ଜଳ। ଆଖୁଆପଦା ଠାରେ ବିପଦ ସଂକେତ ୧୭.୮୩ ଥିଲା ବେଳେ ଏବେ ୧୭.୯୪ ମିଟର ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ ବନ୍ୟା ଜଳ ନଦୀରେ ଆସିବା ସହ ବିପଦ ସଙ୍କେତ ଆଡ଼କୁ ଗତି କରୁଛି।

ଅନ୍ୟପଟେ ଆଜି ହୀରାକୁଦ ଜଳ ଭଣ୍ଡାରରେ ୪ଟି ଗେଟ୍ ଖୋଲିଛି। ଉପର ମୁଣ୍ଡରେ ବର୍ଷା ହେବା ଫଳରେ ହୀରାକୁଦ ଜଳ ଭଣ୍ଡାରର ୪ ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ଜଳ ଭଣ୍ଡାରର ଜଳସ୍ତର ୬୦୭. ୫୬ ଫୁଟରେ ପହଁଚିଛି। ପ୍ରତି ସେକେଣ୍ଡରେ ଡ୍ୟାମ ଭିତରକୁ ପ୍ରବେଶ କରୁଛି ୮୬ ହଜାର ୧୮୦ ଘନଫୁଟ ଜଳ। ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଛି।

Leave A Reply

Your email address will not be published.