Odisha Link
Bridging the Missing Links in Odisha
Daily Archives

July 26, 2021

ବିରଳ ପ୍ରଜାତିର କଇଁଛ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ବିରଳ ପ୍ରଜାତିର କଇଁଛ ଉଦ୍ଧାର। ରସୁଲଗଡ ଜିଜିିପି କଲୋନୀରୁ ଏକ ବିରଳ ପ୍ରଜାତିର କଇଁଛ ଉଦ୍ଧାର ହୋଇଛି। ଉଦ୍ଧାର କଇଁଛକୁ ପାତ୍ରପଡାରେ ଥିବା ସ୍ୱତନ୍ତ୍ର ପାର୍କରେ ଛଡା ଯିବ ବୋଲି ସିଟି ଫରେଷ୍ଟ ଏସିଏଫ ପ୍ରଶାନ୍ତ ପଣ୍ଡା କହିଛନ୍ତି। ଗତ ଦୁଇଦିନ ଧରି ଲଗାଣ ବର୍ଷା…

ରାଜ୍‌କୁନ୍ଦ୍ରାଙ୍କ ପ୍ରଡକ୍ସନ ହାଉସ ସହ…

ମୁମ୍ବାଇ: ଅଶ୍ଲୀଳ ଫିଲ୍ମ ନିର୍ମାଣ କରି ଶିଳ୍ପାସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରା ଗିରଫ ହେବା ପରେ, ଏବେ ଦିନକୁ ଦିନ ରାଜ୍ କୁନ୍ଦ୍ରାଙ୍କ ପ୍ରଡକ୍ସନ ହାଉସକୁ ନେଇ ବହୁ ଅଭିନେତ୍ରୀ ଓ ମଡେଲେ ନୂଆ ନୂଆ ଖୁଲାସା କରୁଛନ୍ତି। ଏହାରି ଭିତରେ ରାଜ୍ କୁନ୍ଦ୍ରାଙ୍କ ପ୍ରଡକ୍ସନ ହାଉସ ସହ ଓଡିଆ ଅଭିନେତାଙ୍କ…

ରାଜ୍ୟରେ ଘଡ଼ଘଡ଼ି ସହ ବ‌ର୍ଷା ଆଶଙ୍କା

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏଥିସହ ୨୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ୨୭ରୁ ୨୯ ତାରିଖ ମଧ୍ୟରେ ଭଲ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଆଜି କାର୍ଗିଲ ବିଜୟ ଦିବସ, ବୀର ଯବାନଙ୍କୁ…

ନୂଆଦିଲ୍ଲୀ: ଆଜି କାର୍ଗିଲ ବିଜୟ ଦିବସ। କାର୍ଗିଲ ବିଜୟକୁ ଆଜି ପୁରିଛି ୨୨ ବର୍ଷ। ସହିଦ ହୋଇଥିବା ଯବାନଙ୍କ ସ୍ମୃତିରେ ୨୨ତମ କାରଗିଲ ବିଜୟ ଦିବସକୁ ପାଳୁଛନ୍ତି ସାରା ଦେଶବାସୀ। ତେବେ ୧୯୯୯ ଜୁଲାଇ ୨୬ରେ ପାକ ବିରୋଧରେ ଯୁଦ୍ଧରେ ଜିତିଥିଲା ଭାରତ। ‘ଅପରେସନ ବିଜୟ’ ଅଭିଯାନରେ ପାକିସ୍ତାନୀ…

ଥମୁନି ମୃତ୍ୟୁସଂଖ୍ୟା: ଆଉ ୬୨ଜୀବନ ନେଲା…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି।…

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୬୩୭…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୮୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ…

ଆଜି ଶ୍ରାବଣ ପ୍ରଥମ ସୋମବାର; ବୋଲବମ୍…

ଭୁବନେଶ୍ୱର: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଆଜିର ଦିନରେ କାଉଡ଼ିଆଙ୍କ ଭିଡ଼ ପ୍ରତି ଶୈବ ପୀଠରେ ଦେଖିବାକୁ ମିଳିଥାଏ। କାନ୍ଧରେ ମାନସିକ ଜଳ ଭାର ନେଇ ମହାଦେବଙ୍କ ଉପରେ ଢ଼ାଳିଥାନ୍ତି କାଉଡ଼ିଆ। କିନ୍ତୁ କରୋନା କଟକଣା ଯୋଗୁଁ ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ବୋଲବମ୍ ଉପରେ ରୋକ ଲଗାଯାଇଛି।…

କରୋନା କଟକଣା ଭିତରେ ଆଜିଠୁ ଖୋଲିବ ସ୍କୁଲ

ଭୁବନେଶ୍ବର: କରୋନା କଟକଣା ଭିତରେ ଆଜିଠୁ ଖୋଲିବ ସ୍କୁଲ। ପ୍ରଥମ ପର୍ଯ୍ୟାୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପାଠପଢିବେ। ସରକାରଙ୍କ ଦ୍ବାରା ଜାରି କରିଥିବା ଗାଇଡଲାଇନକୁ କଡା ପାଳନ କରି ଛାତ୍ରଛାତ୍ରୀଙ୍କୁ ଶ୍ରେଣୀଗୃହରେ ପାଠପଢ଼ା ଯିବାର ବ୍ୟବସ୍ଥା କରିଛନ୍ତି ସ୍କୁଲ କର୍ତ୍ତୃପକ୍ଷ।…