Odisha Link
Bridging the Missing Links in Odisha
Daily Archives

July 27, 2021

ଷ୍ଟିଲ୍ ସିଟିରେ ଶିଶୁ ବିକ୍ରି ରାକେଟ…

ରାଉରକେଲା: ଷ୍ଟିଲ୍ ସିଟି ରାଉରକେଲାରେ ଛୁଆ ବିକ୍ରି ରାକେଟର ଠାବ। ଏହି ମାମଲାରେ ପ୍ଲାଣ୍ଟ ସାଇଟ୍‌ ଥାନା ପୁଲିସ ୫ ମହିଳା ଓ ଦୁଇ ଜଣ ପୁରୁଷଙ୍କୁ ମିଶାଇ ମୋଟ ୭ ଜଣଙ୍କୁ ଗିରଫ କରିଛି। ଏମାନଙ୍କଠାରୁ ମୋବାଇଲ ଜବତ ହୋଇଛି। ମୋବାଇଲରେ ଛୁଆ ବିକ୍ରି ରାକେଟର ତଥ୍ୟ ରହିଥିବା ପୁଲିସ କହିଛିି। କିଛି ମାସ ହେବ…

ଟୋକିଓ ଅଲିମ୍ପିକ୍ସ: ପୁରୁଷ ହକିରେ…

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ହକିରେ ଭାରତୀୟ ଦଳକୁ ମିଳିଛି ଆଉ ଏକ ସଫଳତା। ଭାରତ ତା’ର ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ପେନ୍‌କୁ ୩-୦ରେ ହରାଇଛି ଭାରତ। ଦଳ ପକ୍ଷରୁ ରୂପିନ୍ଦର ପାଲ ସିଂହ ୨ଟି ଗୋଲ୍ ଦେଇଥିବା ବେଳେ ସିମରନଜୀତ ସିଂହ ଗୋଟିଏ ଗୋଲ୍ ଦେଇଛନ୍ତି। ମ୍ୟାଚ୍‌ର ୧୪ତମ ମିନିଟ୍‌ରେ…

ବରଗଡରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ପାଳନ

ବରଗଡ: ବରଗଡରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ପାଳନ। ମୋଟର ଚାଳକ ମାନଙ୍କୁ ସହାୟତା ପ୍ରଦାନ ଦାବି ନେଇ ଓଡ଼ିଶା ମୋଟର ଚାଳକ ସଂଘ ବରଗଡ଼ ଜିଲ୍ଲା ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡ଼ାକରା ଦିଆଯାଇଛି। ମଙ୍ଗଳବାର ସକାଳ ୬ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଦୋକାନ ବଜାର ଓ ଯାନ ବାହାନ ଚଳାଚଳ ସମ୍ପୂର୍ଣ ବନ୍ଦ ରହିବ।…

ରାଜ୍ୟରେ ଥମୁନି ମୃତ୍ୟୁସଂଖ୍ୟା, ଆଉ ୬୦…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି।…

କରୋନା: ୨୪ ଘଣ୍ଟାରେ ୧୬୨୯ ପଜିଟିଭ୍‌…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୬୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୯୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

୪ ଦିନ ଯାଏଁ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଆଡ଼କୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫ‌ଳରେ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା…

ବିଜୟ ମାଲ୍ୟାଙ୍କ ସବୁ ସମ୍ପତ୍ତି…

ନୂଆଦିଲ୍ଲୀ: ଭାରତର ବିଭିନ୍ନ ବ୍ୟାଙ୍କଠାରୁ ଋଣନେଇ ପରିଶୋଧ ନକରି ପଳାୟନ କରିଥିବା ବିଜୟ ମାଲ୍ୟାଙ୍କୁ ସୋମବାର ବଡ଼ ଝଟ୍‌କା ଲାଗିଛି। ଲଣ୍ଡନ୍‌ ହାଇକୋର୍ଟ ବିଜୟ ମାଲ୍ୟାଙ୍କୁ ପଳାତକ ବୋଲି ଘୋଷଣା କରିବା ସହ ସାରା ବିଶ୍ୱରେ ଥିବା ମାଲ୍ୟାଙ୍କ ସମ୍ପତ୍ତି ବାଜ୍ୟାପ୍ତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଜୟ…