Odisha Link
Bridging the Missing Links in Odisha
Daily Archives

July 28, 2021

ଗଣଶିକ୍ଷା ମନ୍ତ୍ରୀଙ୍କ ଘର ଆଗରେ…

ଭୁବନେଶ୍ୱର: ଗଣଶିକ୍ଷା ମନ୍ତ୍ରୀଙ୍କ ଘର ଆଗରେ ଆତ୍ମାହୁତି ଉଦ୍ୟମ। ମାଟ୍ରିକ ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକ  ଅସନ୍ତୋଷ ଥିବାବେଳେେ କିଛି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀ ଓ ଅଭିଭାବକ ଆନେ୍ଦାଳନ କରୁଛନ୍ତି। ଏହାରି ମଧ୍ୟରେ ମା’ ଓ ପୁଅ ମନ୍ତ୍ରୀଙ୍କ ଘର ଆଗରେ ଆତ୍ମାହୁତି ଦେବାକୁ…

ମୁହଁ ଖୋଲିଲେ ବିଦ୍ୟାଭାରତୀଙ୍କ ସାଙ୍ଗ…

 ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ୨ସପ୍ତାହରୁ ଅଧିକ ଦିନ ବିତି ସାରିଥିଲେ ମଧ୍ୟ  ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ଉପରୁ ପରଦା ହଟିପାରୁନି। ମୃତ୍ୟୁ ମାମଲାର ତନାଘନା ଜାରି ରହିଥିବା ବେଳେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସୌମ୍ୟ ଓ…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ନୂଆଦିଲ୍ଲୀ: ଆଜି କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସଭରାଜ ବୋମ୍ମାଇ। ଗତକାଲି ବେଙ୍ଗାଲୁରୁରେ ବିଜେପି ବିଧାୟକ ଦଳ ବୈଠକରେ ତାଙ୍କୁ ନେତା ଚୟନ କରାଯାଇଛି। ବୈଠକ ପରେ ବିଧାୟକ ଦଳର ନିଷ୍ପତ୍ତିକୁ ଘୋଷଣା କରିଥିଲେ। ବିଧାୟକ ଦଳ ବୈଠକରେ ବାସବରାଜ ବୋମାଇଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ…

ସ୍ଥିତି ଦେଖି ଅନଲକ ନିଷ୍ପତ୍ତି ନିଆଯିବ:…

ଭୁବନେଶ୍ୱର: ରାଜ୍ୟରେ ଅନଲକ ନେଇ ପ୍ରତିକ୍ରିୟା ଦେଇଛନ୍ତି ଡିଏମଇଟି ସିବିକେ ମହାନ୍ତି। ଯେ କହିଛନ୍ତି, ଆଗାମୀ ୧୦ରୁ ୧୫ ଦିନ ମଧ୍ୟରେ ବଳକା ଥିବା ମୃତ୍ୟୁ ସଂଖ୍ୟାର ଅଡ଼ିଟ ଶେଷ ହେବ। ଯେହେତୁ ସେମାନେ ବିଭିନ୍ନ ପ୍ରକାର ସୁବିଧା ଓ ସୁଯୋଗ ପାଇବେ ତେଣୁ ସବୁ ଦିଗକୁ ଅନୁଧ୍ୟାନ କରି ଅଡ଼ିଟ ରିପୋର୍ଟ ଦେଉଛୁ।…

ସୌମ୍ୟ ଓ ବିଦ୍ୟାଭାରତୀଙ୍କ ସମ୍ପର୍କ ନେଇ…

ଉଦଳା: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ୨ସପ୍ତାହରୁ ଅଧିକ ଦିନ ବିତି ସାରିଥିଲେ ମଧ୍ୟ  ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ଉପରୁ ପରଦା ହଟିପାରୁନି। ମୃତ୍ୟୁ ମାମଲାର ତନାଘନା ଜାରି ରହିଥିବା ବେଳେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏ ସବୁ ଭିତରେ ସାମ୍ନାକୁ…

ଟୋକିଓ ଅଲିମ୍ପିକ୍ସରେ ଅଭାବନୀୟ ଘଟଣା:…

ଟୋକିଓ: ଟୋକିଓ ଅଲିମ୍ପିକ୍ସର ମୁଷ୍ଟିଯୁଦ୍ଧ ରିଙ୍ଗ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ପୁରୁଷ ହେଭିୱେଟ୍‌ ବର୍ଗ ମ୍ୟାଚ୍ ବେଳେ ମରକ୍କୋ ମୁଷ୍ଟିଯୋଦ୍ଧା ୟୁନିସ୍ ବାଲା ପ୍ରତିପକ୍ଷ ନ୍ୟୁଜିଲାଣ୍ଡର ଡେଭିଡ୍ ନାଇକାଙ୍କ କାନକୁ ଅଚାନକ କାମୁଡ଼ି ପକାଇଛନ୍ତି। ଫଳରେ ବିଚାରକ ତାଙ୍କୁ ଅଯୋଗ୍ୟ ଘୋଷଣା କରିବା ସହ…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ଆଜି ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ଏହି ସେବା କରିବେ।ବନକଲାଗି ନୀତି ପରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୋଭା ବର୍ଦ୍ଧନ ହୋଇଥାଏ। ସୂଚନା…

ଟୋକିଓ ଅଲିମ୍ପିକ୍ସ: ପ୍ରି-କ୍ୱାର୍ଟର…

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତର ତାରକା ବ୍ୟାଡମିଣ୍ଟନ ଖେଳାଳି ପି.ଭି ସିନ୍ଧୁ ଦମଦାର ପ୍ରଦର୍ଶନ। ଏକ ସହଜ ବିଜୟ ସହିତ ପିଭି ସିନ୍ଧୁ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିବାରେ ସଫଳ ହୋଇଛନ୍ତି। ସିନ୍ଧୁ ହଂକଂ ଚିୟୁଙ୍ଗ ନଗନ ୟିଙ୍କୁ ୨୧-୯, ୨୧-୧୬ ସେଟରେ ପରାସ୍ତ କରିଛନ୍ତି କରିଛନ୍ତି। ଚଳିତ…

ପ୍ରେମିକାକୁ ଜିଅନ୍ତା ଜାଳିଦେଲା ପ୍ରେମିକ

ଗଞ୍ଜାମ: ପ୍ରେମିକାକୁ ଜିଅନ୍ତା ଜାଳିଦେଲା ପ୍ରେମିକ। ଏଭଳି ଏକ ବିଭତ୍ସ ତଥା ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ପୁରୁଷୋତ୍ତମପୁର ଥାନା ପ୍ରତାପପୁର ଗ୍ରାମରେ ଘଟିଛି। ଅର୍ଦ୍ଧଦଗ୍ଧ ଯୁତବୀଙ୍କୁ ପ୍ରଥମେ ପୁରୁଷୋତ୍ତମପୁର ଡାକ୍ତରଖାନା ନିଆଯାଇଥିଲା। ଶରୀରର ପ୍ରାୟ ୮୦ରୁ ୮୫ % ଭାଗ ଜଳିଯାଇଥିଲା। ଫଳରେ…

ଥମୁନି ମୃତ୍ୟୁହାର: କରୋନା ନେଲା ଆଉ ୬୯…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୦୩କୁ ବୃଦ୍ଧି ପାଇଛି।…