Odisha Link
Bridging the Missing Links in Odisha

OAS ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ରାଜ୍ୟର ଦୁଇଜଣ ଓଏଏସ୍ ଅଧିକାରୀଙ୍କୁ ପରିବର୍ତ୍ତନ କରାଯାଇଛି। ତିହିଡ଼ି ତହସିଲଦାର ରମେଶ ଚନ୍ଦ୍ର ପଣ୍ଡାଙ୍କୁ ବୌଦ୍ଧର ଡେପୁଟି କଲେକ୍ଟର ଭାବେ ନିଯୁକ୍ତି ଦିଆଯାଇଛି।

ସେହିପରି ରେମୁଣାର ଏକ୍ସ-ତହସିଲଦାର ଚାର୍ଲସ୍ ନାୟକଙ୍କୁ ତିହିଡ଼ି ତହସିଲଦାର ଭାବେ ଦାୟିତ୍ୱ ଦିଆଯାଇଛି। ଏନେଇ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।

Leave A Reply

Your email address will not be published.