Odisha Link
Bridging the Missing Links in Odisha
Daily Archives

July 29, 2021

ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ନେଇ…

ରାଜସ୍ଥାନ: କାମୁକ ସ୍ବାମୀଙ୍କର ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ନେଇ ଅଭିଯୋଗ ଆଣିଲେ ସ୍ତ୍ରୀ। ଟ୍ୟୁସନ ପଢି ଆସୁଥିବା ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖୁଛନ୍ତି ମୋ ସ୍ୱାମୀ। ମୋର ନ୍ୟାୟ ଦରକାର। ଥାନାରେ ଏପରି ଅଭିଯୋଗ କରିଛନ୍ତି ମହିଳା। ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା…

ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କଲେ ମହିଳା

ଭୁବନେଶ୍ୱର: ରାଜଧାନୀରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କଲେ ମହିଳା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ସ୍ୱାମୀ ଓ ସ୍ତ୍ରୀ ଉଭୟ କାରରେ ସ୍ତ୍ରୀ ବାପା ଘରକୁ ଯାଉଥିବା ସମୟରେ ଏଭଳି ଅଘଟଣା ଘଟିଛି। ସ୍ୱାମୀ ତାଙ୍କୁ କାରରେ ବାପ ଘରକୁ ଛାଡ଼ିବାକୁ ଯାଉଥିଲେ। ହେଲେ ହଠାତ ସ୍ତ୍ରୀ…

ରାଜ୍‌ କୁନ୍ଦ୍ରାଙ୍କ ବିରୋଧରେ ଜୋର…

ମୁମ୍ବାଇ: ଅଶ୍ଲୀଳ ଫିଲ୍ମ ନିର୍ମାଣ କରି ଶିଳ୍ପାସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରା ଗିରଫ ହେବା ପରେ ପୋର୍ଣ୍ଣୋଗ୍ରାଫି ମାମଲାରେ ଏବେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଦିନକୁ ଦିନ ରାଜ୍ କୁନ୍ଦ୍ରାଙ୍କୁ ନେଇ ବହୁ ଅଭିନେତ୍ରୀ ଓ ମଡେଲେ ନୂଆ ନୂଆ ଖୁଲାସା କରୁଛନ୍ତି। ଏହାରି ଭିତରେ ରାଜ କୁନ୍ଦ୍ରାଙ୍କ…

ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ…

ଭୁବନେଶ୍ୱର: ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୨ରୁ ଅଗଷ୍ଟ୧୪ ତାରିଖ  ମଧ୍ୟରେ ଅନଲାଇନରେ ଆବେଦନ କରାଯାଇପାରିବ। ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୩ ମଧ୍ୟରେ କମନ ପିଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଅକ୍ଟୋବର ୧୨ ତାରିଖ ମଧ୍ୟରେ …

୧୦ ବର୍ଷର ଛୁଆକୁ ଗୋଡ଼ାଇ ଗୋଡ଼ାଇ ହାଣିଲା…

ଧର୍ମଗଡ଼: ୧୦ ବର୍ଷର ଶିଶୁକୁ ଗୋଡ଼ାଇ ଗୋଡ଼ାଇ ହାଣିଲା ପଡ଼ୋଶୀ। ମରଣାତ୍ନକ ଆକ୍ରମଣ ଯୋଗୁ ନାବାଳକର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏପରି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅଧୀନ ଥୁଆମୂଳ ଭଟାଗୁଡା ଗ୍ରାମରେ। ସୂଚନା ମୁତାବକ, ସାମାନ୍ୟ କଳହରୁ ମଦ୍ୟପ ପଡ଼ୋଶୀ କ୍ରୋଧରେ ହିତାହିତ…

କଂଗ୍ରେସରେ ସାମିଲ ହୋଇପାରନ୍ତି…

ନୂଆଦିଲ୍ଲୀ: କଂଗ୍ରେସରେ ସାମିଲ ହୋଇପାରନ୍ତି ପ୍ରଶାନ୍ତ କିଶୋର। ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଉଥିବା ରିପୋର୍ଟ ଅନୁଯାୟୀ ପ୍ରଶାନ୍ତ କଂଗ୍ରେସରେ ସାମିଲ୍ ହେବା ନେଇ ରାହୁଲ ଗାନ୍ଧୀ ଦଳର ଶୀର୍ଷ ନେତା ମାନଙ୍କ ପରାମର୍ଶ ଲୋଡିଥିବା ସୂଚନା ରହିଛି। ନିକଟରେ ପ୍ରଶାନ୍ତ କିଶୋର ରାହୁଲ ଗାନ୍ଧୀଙ୍କୁ…

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଆଇଏଏସ୍ ଅଶୋକ ମିନାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ପର୍ଯ୍ୟଟନ ଓ କ୍ରୀଡ଼ା ବିଭାଗ ପ୍ରମୁଖ ସଚିବ ବିଶାଳ ଦେବଙ୍କୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି।…

କାଲିଠୁ ଅଫଲାଇନ୍ ମାଟ୍ରିକ ପରୀକ୍ଷା…

କଟକ: ଆସନ୍ତା କାଲିଠୁ ଅଫଲାଇନ୍‌ ମାଟ୍ରିକ୍ ପରୀକ୍ଷା। ମୋଟ୍ ୬ ହଜାର ୫ ଶହ ୯୭ ପରୀକ୍ଷାର୍ଥୀ ଦେବେ ରେଗୁଲାର ପରୀକ୍ଷା। ମଧ୍ୟମା ଏବଂ ଓପନ୍ ସ୍କୁଲକୁ ମିଶାଇ ୧୫ ହଜାର ୧୫୧ ଜଣ ଦେବେ ପରୀକ୍ଷା। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ କହିଛନ୍ତି ଯେ, ଆସନ୍ତାକାଲିଠାରୁ ଅଗଷ୍ଟ ୫ ତାରିଖ…

ଅମରନାଥ ଗୁମ୍ଫା ପାଖରେ ବାଦଲଫଟା ବର୍ଷା

ଜାମ୍ମୁ କାଶ୍ମୀର: ଜାମ୍ମୁ କାଶ୍ମୀରର କିସ୍ତୱାଡ ଜିଲ୍ଲାରେ ପ୍ରକୃତିର କରାଳ ରୂପ। ଜମ୍ମୁ – କାଶ୍ମୀର ଓ ଲଦାଖରେ ଜଳ ପ୍ରଳୟ। ଗତକାଲି ସନ୍ଧ୍ୟାରେ ଅମରନାଥ ଗୁମ୍ଫା ନିକଟରେ ବାଦଲଫଟା ବର୍ଷା ହେବାରୁ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡିଛି। ଏହି ବନ୍ୟାରେ ଅନେକ ଲୋକ ନିଖୋଜ୍ ହୋଇଯାଇଛନ୍ତି। କିସ୍ତୱାଡ ପରେ…

କଟକ ଓ ଖୋର୍ଦ୍ଧାରେ ଅନ୍‌ଲକ୍‌ ସମ୍ଭାବନା…

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହାର କମିଛି। ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ୧୬ଶହରୁ ୧୭ଶହରେ ସ୍ଥିର ରହିଛି ଦୈନିକ ସଂକ୍ରମଣ। କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ହାର କମୁନି ତେଣୁ ଏଠାରେ ସଂପୂର୍ଣ୍ଣ କରିବାର ସମ୍ଭାବନା କମ୍‌ ରହୁଛି। ସ୍ଥିତି, ସମୟ, ସଂକ୍ରମଣର ପରିସ୍ଥିତିକୁ ଅନୁଧ୍ୟାନ କରି…