Odisha Link
Bridging the Missing Links in Odisha
Daily Archives

July 29, 2021

ଘରୋଇକରଣ ହେବ ଭୁବନେଶ୍ୱର ବିମାନବନ୍ଦର

ଭୁବନେଶ୍ୱର: ଘରୋଇକରଣ ହେବ ଭୁବନେଶ୍ୱର ବିମାନବନ୍ଦର। ପିପିପି ମୋଡରେ ହେବ ବିମାନବନ୍ଦରର ବିକାଶ ଓ ପରିଚାଳନା। ଏହି ପ୍ରସଙ୍ଗରେ ରାଜ୍ୟସଭା ସାଂସଦ ସୁବାସ ସିଂହଙ୍କ ଏକ ପ୍ରଶ୍ନର ଉତ୍ତରରେ ରାଜ୍ୟସଭାରେ ସୂଚନା ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜେନେରାଲ ଭିକେ ସିଂହ। ଭାରତୀୟ ବିମାନବନ୍ଦର…

ହାଇକୋର୍ଟରେ ଶୁଣାଣି ମାମଲାର ହେବ ଲାଇଭ…

କଟକ: ଏଣିକି ସିଧା ପ୍ରସାରଣ ହେବ ହାଇକୋର୍ଟରେ ଶୁଣାଣି ହେଉଥିବା ମାମଲା। ଏ ନେଇ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇକୋର୍ଟ ଅଫ ଓଡ଼ିଶା ଲାଇଭ ଷ୍ଟ୍ରିମିଂ ଅଫ୍‌ କୋର୍ଟ ପ୍ରୋସେଡିଂ ରୁଲ ୨୦୨୧ ପ୍ରଣୟନ କରାଯାଇ ନୂଆ ବିଜ୍ଞପ୍ତି ଜାରି କରାଯାଇଛି। କେଉଁ ସବୁ ମାମଲାର ଲାଇଭ ଟେଲିକାଷ୍ଟ ବା…

ସାଇକେଲ ଫର ଚେଞ୍ଜ ପ୍ରତିଯୋଗିତାରେ ୨ୟ…

ଭୁବନେଶ୍ୱର: ଭୁବନେଶ୍ୱର ସ୍ମାର୍ଟ ସିଟିକୁ ମିଳିଛି ଆଉ ଏକ ପୁରସ୍କାର। କେନ୍ଦ୍ର ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସାଇକେଲ ଫର ଚେଞ୍ଜ ପ୍ରତିଯୋଗିତାରେ ଏହି ପୁରସ୍କାର ହାତେଇଛି ସ୍ମାର୍ଟ ସିଟି ଭୁବନେଶ୍ୱର। ଏହି ପ୍ରତିଯୋଗିତାରେ ଦେଶର ୧୦୦ଟି ସ୍ମାର୍ଟ ସିଟି ଓ ସବୁ ରାଜ୍ୟର ରାଜଧାନୀ…

ଟିକା ନେଇ ଶିଶୁ ମୃତ୍ୟୁ ଅଭିଯୋଗ

କାମାକ୍ଷାନଗର: ଟିକା ନେଇ ଆସିଲା ଶିଶୁ ମୃତ୍ୟୁ ଅଭିଯୋଗ। ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ଖଜୁରିଆ ଗ୍ରାମରୁ ଏଭଳି ଅଭିଯୋଗ ଆସିଛି। ଗ୍ରାମର ମହେଶ୍ବର ଦାସଙ୍କର ୨ ମାସର ଝିଅ ବୁଧବାର ଟିକା ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ ଦିନ ୧୧ଟା ୩୦ ବେଳକୁ ଦୁଇ ବୁନ୍ଦା ପୋଲିଓ ଏବଂ ରୋଟାଭାଇରସ୍,…

ଟୋକିଓ ଅଲିମ୍ପିକ୍ସ: ଆର୍ଚେରୀ…

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ-୨୦୨୦ର ସପ୍ତମ ଦିନ ଭାରତ ପାଇଁ ଆଣିଛି ଖୁସିଖବର। ବ୍ୟାଡମିଣ୍ଟନରେ ପି.ଭି ସିନ୍ଧୁ, ପୁରୁଷ ହକିର ଭାରତର ବିଜୟ ଓ ବକ୍ସିଂରେ ସତୀଶ କୁମାର ସୁପର ହେଭି କ୍ୱାର୍ଟରରେ ପହଞ୍ଚିଥିବା ବେଳେ ଆର୍ଚେରୀରେ ଅତନୁ ଦାସ ମଧ୍ୟ ପ୍ରି-କ୍ୱାର୍ଟରରେ ପହଞ୍ଚିଛନ୍ତି। ଆର୍ଚେରୀ…

ଟୋକିଓ ଅଲିମ୍ପିକ୍ସ: ବକ୍ସିଂ କ୍ୱାର୍ଟର…

ଟୋକିଓ: ଟୋକିଓ ଅଲିମ୍ପିକ-୨୦୨୦ର ସପ୍ତମ ଦିନ ଭାରତ ପାଇଁ ଆଣିଛି ଖୁସିଖବର। ବ୍ୟାଡମିଣ୍ଟନରେ ପି.ଭି ସିନ୍ଧୁ, ପୁରୁଷ ହକିର ଭାରତର ବିଜୟ ଓ ଆର୍ଚେରୀରେ ଅତନୁଙ୍କ ବିଜୟ ପରେ ବକ୍ସିଂ ସୁପର ହେଭି କ୍ୱାର୍ଟ ଫାଇନାଲରେ ପହଞ୍ଚିଛନ୍ତି ସତୀଶ କୁମାର। ଜାମାଇକା ରିକୋର୍ଡୋ ବ୍ରାଉନଙ୍କୁ ୪-୧ରେ ହରାଇଛନ୍ତି…

ଟୋକିଓ ଅଲିମ୍ପିକ୍ସ: କ୍ୱାର୍ଟର ଫାଇନାଲରେ…

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ କ୍ୱାର୍ଟର ଫାଇନାଲରେ ଭାରତୀୟ ପୁରୁଷ ହକି ଟିମ୍। ଦଳ ନିଜର ଚତୁର୍ଥ ମୁକାବିଲାରେ ଆର୍ଜେଣ୍ଟିନାକୁ ୩-୧ରେ ମାତ୍ ଦେଇଛି। ଭାରତର ଏହା ଚାରୋଟି ମ୍ୟାଚରୁ ତୃତୀୟ ବିଜୟ ଅଟେ। ଦଳ ପୂର୍ବରୁ ନ୍ୟୁଜିଲାଣ୍ଡ, ସ୍ପେନକୁ ହରାଇତିଲା। ଦଳ ଗ୍ରୁପ୍-ଏର ଶେଷ ମୁକାବିଲା ଜୁଲାଇ ୩୦ରେ ଜାପାନ…

ଥମୁନି ମୃତ୍ୟୁହାର: ଆଉ ୬୫ ଜୀବନ ନେଲା…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି।…

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୬୧୫ ନୂଆ…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୭୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ…

୩୦ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଭୁବନେଶ୍ୱର: ଓ୍ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ବର୍ତ୍ତମାନ ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଆଡକୁ ଗତି କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।…