Odisha Link
Bridging the Missing Links in Odisha
Daily Archives

July 30, 2021

ଟୋକିଓ ଅଲମ୍ପିକ୍ସ: ବକ୍ସିଂ ସେମିଫାଇନାଲ…

ଟୋକିଓ: ଟୋକିଓ ଅଲମ୍ପିକ୍ସରେ ଭାରତକୁ ଆଉ ଏକ ପଦକ ମିଳିବାର ସମ୍ଭାବନା। ଭାରତୀୟ ବକ୍ସର ଲବଲୀନା କ୍ୱାର୍ଟର ଫାଇନାଲରେ ନିଜର ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ୨ୟ ରାଉଣ୍ଡକୁ ୫-୦ରେ ଜିତିଛନ୍ତି। ବକ୍ସିଂ ୬୯ କିଲୋଗ୍ରାମ ଇଭେଣ୍ଟ ସେମିଫାଇନାଲ ପ୍ରବେଶ କରିଛନ୍ତି। ଲଭଲିନା ହେଉଛନ୍ତି ଭାରତର ପ୍ରଥମ ମହିଳା…

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ୬୬…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି।…

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୫୫୮…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୦୪ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୫୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ…

୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଭୁବନେଶ୍ବର: ପଶ୍ଚିମବଙ୍ଗ ଆଖପାଖରେ ଥିବା ଓ୍ୱେଲମାର୍କ ଲୋ ପ୍ରେସର ପଶ୍ଚିମ ମୁହାଁ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗ ମୁହାଁ ହେବ। ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡିଶାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା…

ଟୋକିଓ ଅଲମ୍ପିକ୍ସ: କ୍ୱାର୍ଟର ଫାଇନାଲରେ…

ଟୋକିଓ: ଟୋକିଓ ଅଲମ୍ପିକ୍ସରୁ ଆଉ ଏକ ପଦକର ଆଶା ଦେଲେ ତୀରନ୍ଦାଜ ଦୀପିକା କୁମାରୀ। ବିଶ୍ୱର ଏକ ନମ୍ବର ତୀରନ୍ଦାଜ ଦୀପିକା କୁମାରୀ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେନିଆ ପରୋଭାଙ୍କୁ ସୁଟଆଉଟରେ ପରାସ୍ତ କରି ଦୀପିକା କ୍ୱାର୍ଟର ଫାଇନାଲକୁ ଯାଇଛନ୍ତି। କଡା ମୁକାବିଲାରେ ୬-୫ରେ ଜିତିଛନ୍ତି…

ଆଜିଠୁ ଅଫଲାଇନ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର: ଆଜି ଅଫଲାଇନ ମାଟ୍ରିକ ପରୀକ୍ଷା। ୫୦୪ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ। ଚଳିତ ବର୍ଷ ବିନା ପରୀକ୍ଷାରେ ପ୍ରକାଶ ପାଇଥିବା ମାଟ୍ରିକ ଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଛନ୍ତି। ପରୀକ୍ଷା ଦିନ ୧୦ଟାରୁ ୧୨ ପର୍ଯ୍ୟନ୍ତ ଚାଲିବ।…