Odisha Link
Bridging the Missing Links in Odisha
Monthly Archives

July 2021

ଓଡ଼ିଶା ଷ୍ଟାଫ ସିଲେକ୍ସନ କମିସନଙ୍କ…

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିସନଙ୍କ ପିଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ରେଡ ସମୟରେ ପୁଳା ପୁଳା ଟଙ୍କା ଜବତ କଲା ଭିଜିଲାନ୍ସ ଟିମ୍।  ନୀଳାଦ୍ରିବିହାର ବାସଭବନ ସହ ଭୁବନେଶ୍ୱର ଓ କଟକର ୬ଟି ସ୍ଥାନରେ ଚାଲିଛି ରେଡ। ୨ଟି ଦୁଇ ମହଲା ବିଶିଷ୍ଟ କୋଠା, ୯ଟି…

ଭାରତୀୟ ଦଳର ଆଉ ଦୁଇ ଖେଳାଳି କୋଭିଡ…

ନୂଆଦିଲ୍ଲୀ: ଶ୍ରୀଲଙ୍କା ଗସ୍ତରେ ଥିବା ଭାରତୀୟ ଦଳର ଆଉ ଦୁଇ ଜଣ ଖେଳାଳି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଖେଳାଳି ହେଲେ, ଟିମ୍ ଇଣ୍ଡିଆର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ଓ କୃଷ୍ଣାପା ଗୌତ । ତେବେ ଭାରତୀୟ ଟିମରେ ଆଉ ଦୁଇ ଖେଳାଳି ପଜିଟିଭ୍ ଚିହ୍ନଟ ହେବା ଏବେ ସମସ୍ତଙ୍କ ଚିନ୍ତା ବଢାଇ…

ଯୌନ ଉତ୍ପୀଡ଼ନର ଶିକାର ହେଲା ଛେଳି, ୫ ଜଣ…

ନୂଆଦିଲ୍ଲୀ: ଯୌନ ଉତ୍ପୀଡ଼ନର ଶିକାର ହେଲା ଛେଳି। ପାକିସ୍ତାନର ଓକାରାରେ ପୁଲିସ୍ ଏକ ମାମଲା ରୁଜୁ କରିଛି ଯେଉଁଥିରେ ଗୋଟିଏ ଛେଳିକୁ ଗଣଦୁଷ୍କର୍ମ କରାଯାଇଛି। ଏହି ମାମଲାରେ ୫ଜଣ ଅଭିଯୁକ୍ତ ସମ୍ପୃକ୍ତ ଥିବା ଜଣାପଡ଼ିଛି। ସୂଚନା ମୁତାବକ, ପାଞ୍ଚ ଜଣ ଅଭିଯୁକ୍ତ ଗୋଟିଏ ଛେଳିକୁ ଜମିକୁ ନେଇ ଆଉ ସେଠାରେ ତା…

ପୁରୀ ବେଳାଭୂମିରୁ ପ୍ରତ୍ୟାହାର ହେଲା…

ପୁରୀ: ପୁରୀ ବେଳାଭୂମିରୁ ପ୍ରତ୍ୟାହାର ହେଲା ବିଚ୍ ସ୍ୟାକ୍ସ ଯୋଜନା। ମଦ କୁଡ଼ିଆ ଯୋଜନା ପ୍ରତ୍ୟାହାର ନେଇ ସୂଚନା ଦେଲେ ପୁରୀ ଜିଲ୍ଲାପାଳ। ବିଭିନ୍ନ ସଂଗଠନର ପ୍ରତିବାଦ ପରେ ନିଷ୍ପତ୍ତି ବଦଲାଇଲା ପ୍ରଶାସନ। ଗୋଆ ଭଳି ପୁରୀରେ ମଦ କୁଡ଼ିଆ ପାଇଁ ଯୋଜନା କରାଯାଇଥିଲା। ପରେ ପୁରୀରେ କାର୍ଯ୍ୟକାରୀ ହେବନି ବିଚ୍…

ଟୋକିଓ ଅଲିମ୍ପିକ୍ସ: ଆୟାର୍ଲାଣ୍ଡକୁ…

ଟୋକିଓ: ଭାରତୀୟ ମହିଳା ହକି ଟିମ୍ ଆୟାର୍ଲାଣ୍ଡକୁ ୧-୦ରେ ପରାସ୍ତ କରିଛି। ଏହାସହ ଭାରତୀୟ ମହିଳା ହକି ଟିମ୍‌ କ୍ୱାର୍ଟର ଫାଇନାଲରେ ପ୍ରବେଶ ଆଶାକୁ ଉଜ୍ଜୀବିତ ରଖିଛି ଦଳ। ଦଳ ତିନୋଟି ମ୍ୟାଚରେ ପରାସ୍ତ ହୋଇଥିଲା। ତେବେ ଚତୁର୍ଥ ମୁକାବିଲାରେ ଦଳ ଶେଷ ମିନିଟରେ ଗୋଲ କରି ବିଜୟୀ ହୋଇଛି। ଭାରତ ପକ୍ଷରୁ ଶେଷ…

ପଦୋନ୍ନତି ପାଇବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର: ପଦୋନ୍ନତି ପାଇବେ ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡ୍‌କୁ କମ୍ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ…

ରାଜ୍ୟରେ ହେବନି ସଂପୂର୍ଣ୍ଣ ଅନଲକ୍:…

ଭୁବନେଶ୍ୱର: ଏବେ ହେବନି ସଂପୂର୍ଣ୍ଣ ଅନଲକ୍। ବର୍ତ୍ତମାନ ରାଜ୍ୟରେ ସେଭଳି ସ୍ଥିତି ଉପୁଜିନାହିଁ ବୋଲି ଡିଏମଇଟି ସିବିକେ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଗଷ୍ଟ ମାସ ପାଇଁ ଆସନ୍ତାକାଲି ଗାଇଡଲାଇନ ଘୋଷଣା ହେବ। ସେ ନେଇ କମିଟି ନିଷ୍ପତ୍ତି ନେବେ। କଟକ ଓ ଭୁବନେଶ୍ଵରରେ କରୋନା ସଂକ୍ରମଣର…

ଅଗଷ୍ଟ ପ୍ରଥମ ସପ୍ତାହରେ ଖୋଲିବ…

ଭୁବନେଶ୍ବର: ଅଗଷ୍ଟ ପ୍ରଥମ ସପ୍ତାହରେ ଖୋଲିବ ନନ୍ଦନକାନନ। ସମ୍ପୂର୍ଣ୍ଣ କୋଭିଡ ଗାଇଡ଼ଲାଇନ ନିୟମ ସହ ନନ୍ଦନକାନନ ଖୋଲାଯିବ ବୋଲି ସୂଚନା ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ।। ଜର, ଥଣ୍ଡା କାଶ ଥିଲେ ପର୍ଯ୍ୟଟକଙ୍କୁ ନନ୍ଦନକାନନ ବାରଣ କରାଯାଇଥିବା ବେଳେ। ମାସ୍କ, ସାମାଜିକ ଦୂରତା, ଥର୍ମାଲ ସ୍କ୍ରିନିଂର…

ଆଜି ପ୍ରକାଶ ପାଇବ ସିବିଏସଇ ଦ୍ୱାଦଶ…

ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇବ ସିବିଏସଇ ଦ୍ୱାଦଶ ରେଜଲ୍ଟ। ଦିନ ୨ଟାରେ ରେଜଲ୍ଟ ପ୍ରକାଶ ପାଇବା http://cbseresults.nic.in ୱେବସାଇଟରେ ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ହୋଇନଥିଲା। କରୋନା ପାଇଁ ପରୀକ୍ଷା ବାତିଲ କରାଯାଇଥିଲା। ମାଟ୍ରିକ ଭଳି ବିକଳ୍ପ…

ଅଫଲାଇନ ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ଭୁବନେଶ୍ୱର: ଆଜିଠୁ ଅଫଲାଇନ ମାଟ୍ରିକ ପରୀକ୍ଷା। ୫୦୪ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ। ଚଳିତ ବର୍ଷ ବିନା ପରୀକ୍ଷାରେ ପ୍ରକାଶ ପାଇଥିବା ମାଟ୍ରିକ ଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଛନ୍ତି। ଏହାରି ମଧ୍ୟରେ ଅଫଲାଇନରେ ମାଟ୍ରିକ…