Odisha Link
Bridging the Missing Links in Odisha
Daily Archives

August 1, 2021

ରଂଜନ କୁମାର ଦାସଙ୍କ କବିତା ସଂକଳନ…

ଭୁବନେଶ୍ବର: ଜଣାଶୁଣା କବି ଓ ବରିଷ୍ଠ ପ୍ରଶାସକ ରଂଜନ କୁମାର ଦାସଙ୍କ ଦ୍ବାଦଶ କବିତା ସଂକଳନ "ସମୟର ସାତରଙ୍ଗ" ଆଜି ଉନ୍ମୋଚିତ ହୋଇଯାଇଛି। ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ଆୟୋଜିତ ଏ ଉନ୍ମୋଚନ ଉତ୍ସବରେ ବରିଷ୍ଠ କବି ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହୃଷିକେଶ ମଲ୍ଲିକ…

ମହାବାହୁଙ୍କୁ ଦେଖିବେ ଭକ୍ତ !, ୪ରେ…

ପୁରୀ: ଆଜିଠୁ ସାମାନ୍ୟ କଟକଣା ସହ ଖୋଲିଲା ଓଡ଼ିଶା। ଦୀର୍ଘ ଦିନର ଲକଡାଉନ୍ କଟକଣା ପରେ ଏବେ ରାଜ୍ୟରେ ଆରମ୍ଭ ହୋଇଛି ଅନଲକ୍। ଏଥିସହିତ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଦର୍ଶନ ଖୋଲିବାର ରସ୍ତା ଖୋଲିଯାଇଛି। କାରଣ ରାଜ୍ୟ ସରକାର ଅଗଷ୍ଟ ମାସ କୋଭିଡ୍‌ ମାର୍ଗଦର୍ଶିକାରେ ଏଭଳି ସୂଚନା ଦେଇଛନ୍ତି। ଅଗଷ୍ଟ ମାସ…

ଅଗଷ୍ଟ ୫ରୁ ଖୋଲିବ ଭିତରକନିକା

କେନ୍ଦ୍ରାପଡ଼ା: ଆଜିଠୁ ସାମାନ୍ୟ କଟକଣା ସହ ଖୋଲିଲା ଓଡ଼ିଶା। ଦୀର୍ଘ ଦିନର ଲକଡାଉନ୍ କଟକଣା ପରେ ଏବେ ରାଜ୍ୟରେ ଆରମ୍ଭ ହୋଇଛି ଅନଲକ୍। ଏଥିସହିତ ଦୀର୍ଘ ତିନି ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା। ଅଗଷ୍ଟ ୫ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ରାଜନଗର…

‘କଣ୍ଡୋମ’ ବ୍ୟବହାର କରି…

ଟୋକିଓ: ଟୋକିଓରେ ଚାଲିଛି ବିଶ୍ବ କ୍ରୀଡ଼ା ମହାକୁମ୍ଭ। ଟୋକିଓରେ ଦେଖିବାକୁ ମିଳୁଛି ଜୋରଦାର ଟକ୍କର। କିଏ ପଦକ ହାତେଇ ଖୁସି ମନାଉଛି ତ ଆଉ କିଏ ନିରାଶ ହୋଇ ସ୍ବଦେଶ ଫେରୁଛି। ଆଉ କିଏ ପଦକ ନ ଜିତି ବି ସମସ୍ତଙ୍କ ମନ ଜିଣି ଚର୍ଚ୍ଚାରେ ରହୁଛନ୍ତି। କେବଳ ସେତିକି ନୁହେଁ ସବୁ ମ୍ୟାଚରେ କିଛି ନା କିଛି ନୂଆ…

ମୁହଁ ଓ ଥୋଡ଼ିରେ ୭ ଷ୍ଟିଜ୍‌, ତଥାପି…

ଟୋକିଓ: ମଉଳିଲା ଆଉ ଏକ ପଦକ ଆଶା। ରବିବାର ଖେଳା ଯାଇଥିବା ବକ୍ସିଂ ସୁପର ହେଭି ଅର୍ଥାତ୍‌ ୯୧ କେଜି ବର୍ଗର କ୍ବାର୍ଟର ଫାଇନାଲ ମୁକାବିଲାରେ ହାରିଗଲେ ବକ୍ସର ସତୀଶ କୁମାର। ସେ ଉଜ୍‌ବେକିସ୍ତାନର ବାଖୋଦିର ଜଲୋଲୋଭଙ୍କ ଠାରୁ ପରାସ୍ତ ହୋଇଛନ୍ତି। ୩ଟି ଯାକ ରାଉଣ୍ଡରେ ସତୀଶ କୁମାରଙ୍କ ଉପରେ ଭାରି ପଡ଼ିଥିଲେ…

କାଲିଠୁ ସମସ୍ତ ରୁଟରେ ଗଡ଼ିବ “ମୋ…

ଭୁବନେଶ୍ୱର: ଆଜିଠୁ ସାମାନ୍ୟ କଟକଣା ସହ ଖୋଲିଲା ଓଡ଼ିଶା। ଦୀର୍ଘ ଦିନର ଲକଡାଉନ୍ କଟକଣା ପରେ ଏବେ ରାଜ୍ୟରେ ଆରମ୍ଭ ହୋଇଛି ଅନଲକ୍। ସାରା ରାଜ୍ୟରେ ଆଜିଠୁ ସପିଙ୍ଗମଲ, ସିନେମା ହଲ୍,ପାର୍କ, ସହ ସବୁ ଦୋକାନ ବଜାର ଖୋଲିବାକୁ ଯାଉଛି। କୋଭିଡ୍ କଟକଣା ମଧ୍ୟରେ ଏସବୁ ଖୋଲିବାକୁ ଅନୁମତି ମିଳିଛି। ଏଥିସହିତ…