Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ଦିନକରେ ୧୦୩୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୯୮କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୩୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୪୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୮୨ଜଣ, ଯାଜପୁର ଜିଲ୍ଲାରୁ ୪୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ ରହିଛନ୍ତି।

କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୭ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲାକାନଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୩୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୮୨ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ ପୁଲ୍‌ରୁ ୫୦ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫୦୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୮୬୦୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୧୬୪୫୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.