Odisha Link
Bridging the Missing Links in Odisha

ଟୋକିଓ ଅଲିମ୍ପିକ୍ସ: ପୁରୁଷ ହକିରେ ଭାରତକୁ ମିଳିଲା ବ୍ରୋଞ୍ଜ ପଦକ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସରେ ଆଜି ଇତିହାସ ରଚିଛି ଭାରତ। ଅଲିମ୍ପିକ୍ସ ପୁରୁଷ ହକିରେ ଭାରତକୁ ମିଳିଛି ଐତିହାସିକ ବ୍ରୋଞ୍ଜ ପଦକ। ଜର୍ମାନୀକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଭାରତ। ଜର୍ମାନୀକୁ ୫-୪ ଗୋଲରେ ହରାଇ ବିଜୟ ଲାଭ କରିଛି ଭାରତୀୟ ହକି ଟିମ୍।

ଦୀର୍ଘ ୪୧ ବର୍ଷ ପରେ ଭାରତ ହକିରେ ଜିତିଛି ପଦକ। ପ୍ରାୟ ୧୯୮୦ ପରେ ହକିରେ ପଦକ ପାଇଛି ଟିମ୍ ଇଣ୍ଡିଆ। ଆଜିର ମ୍ୟାଚରେ ହରମନପ୍ରୀତ ସିଂ, ହାର୍ଦ୍ଦିକ ସିଂ, ସିମରନ୍ ସିଂ ଓ ରୁପିନ୍ଦର ପାଲ ଗୋଲ ଦେଇଥିଲେ।

Leave A Reply

Your email address will not be published.