Odisha Link
Bridging the Missing Links in Odisha
Daily Archives

August 5, 2021

ଅଗଷ୍ଟ ୧୦ରେ ଖୋଲିବ ପଠାଣିସାମନ୍ତ…

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୧୦ରେ ଖୋଲିବ ପଠାଣିସାମନ୍ତ ପ୍ଲାନେଟାରିୟମ୍ ଓ ଡ.ଏପିଜେ ଅବଦୁଲ କଲାମ ପ୍ଲାନେଟାରିୟମ୍। କୋଭିଡ୍‌ ଗାଇଡଲାଇନ୍‌ ଅନୁଯାୟୀ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ। ଏନେଇ ପଠାଣି ସାମନ୍ତ ପ୍ଲାନେଟାରିୟମ ନିର୍ଦ୍ଦେଶକ ଲକ୍ଷ୍ମୀଧର ଦାସ ସୂଚନା ଦେଇଛନ୍ତି। ପଠାଣିସାମନ୍ତ…

ଟୋକିଓ ଅଲିମ୍ପିକ୍ସ: ପୁରୁଷ ହକିରେ…

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସରେ ଆଜି ଇତିହାସ ରଚିଛି ଭାରତ। ଅଲିମ୍ପିକ୍ସ ପୁରୁଷ ହକିରେ ଭାରତକୁ ମିଳିଛି ଐତିହାସିକ ବ୍ରୋଞ୍ଜ ପଦକ। ଜର୍ମାନୀକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଭାରତ। ଜର୍ମାନୀକୁ ୫-୪ ଗୋଲରେ ହରାଇ ବିଜୟ ଲାଭ କରିଛି ଭାରତୀୟ ହକି ଟିମ୍। ଦୀର୍ଘ ୪୧ ବର୍ଷ ପରେ ଭାରତ ହକିରେ ଜିତିଛି ପଦକ।…

ନିଲମ୍ବିତ ହେଲେ ୪ ପୁଲିସ୍ ଅଧିକାରୀ

କଳାହାଣ୍ଡି: ନିଲମ୍ବିତ ହେଲେ ୪ ପୋଲିସ୍‌ କର୍ମଚାରୀ। କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନାର ୪ ଜଣ ପୋଲିସ୍‌ଙ୍କୁ ନିଲମ୍ବନ କରାଯାଇଛି। ଏକ ଜମିଜମା ବିବାଦ ଓ ଅନିୟମିତତା ପାଇଁ ଏହି ୪ ପୋଲିସ୍‌ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବତ ହୋଇଥିବା ୪ ପୋଲିସ୍‌ କର୍ମଚାରୀ ହେଲେ ଏଏସଆଇ ସନ୍ତୋଷ ସାହୁ, ୨…

ଥମୁନି ମୃତ୍ୟୁହାର: ରାଜ୍ୟରେ ଆଉ ୬୮ ଜୀବନ…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି।…

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୩୪୨…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୭୫କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୫୬୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

୧୬ରୁ ଖୋଲିବ ବଡ଼ଦେଉଳ, ୨୩ରୁ ସର୍ବସାଧାରଣ…

ପୁରୀ: ଆସନ୍ତା ୧୬ରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ। ଭକ୍ତମାନଙ୍କ ପାଇଁ ଖୋଲିବ ବଡ଼ଦେଉଳ। ହେଲେ ୨୩ ତାରିଖରୁ ସର୍ବସାଧାରଣ ଦର୍ଶନ କରିବେ। ପ୍ରଥମ ପାଞ୍ଚଦିନ ପୁରୀ ସହରବାସୀ ଶ୍ରୀମନ୍ଦିରରେ ଦର୍ଶନ କରିବେ। ଦର୍ଶନ ସମୟରେ କୋଭିଡ୍‌ କଟକଣା କଡ଼ାକଡ଼ି ପାଳନ କରାଯିବ। ଶ୍ରୀମନ୍ଦିର…

ଆଜିଠୁ ଖୋଲିବ ସିନେମା ହଲ

ଭୁବନେଶ୍ୱର: ଅଗଷ୍ଟ ମାସ ନୂଆ କୋଭିଡ୍‌ ଗାଇଡ୍‌ଲାଇନ୍ ମୁତାବକ ସନେମା ହଲ୍ ସବୁ ଖୋଲିବାକୁ ଅନୁମିତି ମିଳିଛି। ସିଙ୍ଗଲ୍‌ ସ୍କ୍ରିନ୍‌ ପ୍ରେକ୍ଷାଳୟରେ ୫୦% ଦର୍ଶକଙ୍କୁ ନେଇ ଚାଲିବ ଶୋ। ଏଥିପାଇଁ ହଲ୍‌ ମାଲିକମାନେ ସବୁ ପ୍ରସ୍ତୁତି କରିଛନ୍ତି। ୫୦% ଦର୍ଶକରେ ହଲ୍‌ଗୁଡ଼ିକ ଚାଲିବା ନେଇ ସରକାର ନିର୍ଦ୍ଦେଶ…