Odisha Link
Bridging the Missing Links in Odisha

ଅଗଷ୍ଟ ୧୬ରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ କ୍ଲାସ ରୁମ ପାଠ ପଢା ଆରମ୍ଭ ହୋଇଥିବା ବେଳେ  ଅଗଷ୍ଟ ୧୬ରୁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବାବାକୁ ନିିଷ୍ପତ୍ତି ନିଆଯାଇଛି।

ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ। ପିଜି ପ୍ରଥମ ବର୍ଷ ଓ ୟୁଜି ପ୍ରି-ଫାଇନାଲ ବର୍ଷ ପାଇଁ ହେବ ପାଠପଢା। ଆସନ୍ତା ଅଗଷ୍ଟ ୯ ତାରିଖ ଦିନ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ।

Leave A Reply

Your email address will not be published.