Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀ

ବରଗଡ: ଭିଜିଲାନ୍ସ ଜାଲରେ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀ। ବରଗଡ଼ ଗାଈସିଲେଟ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀ ଘନଶ୍ୟାମ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି।

ଏକକାଳୀନ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀଙ୍କ ଅଫିସ ଓ ବାସଭବନରେ ଚଢାଉ ଚାଲିଛି। ତେବେ ବର୍ତ୍ତମାନ ସୁଦ୍ଧା ୩ଟି ଜମି, ଗୋଟିଏ ସ୍କର୍ପିଓ ଗାଡି, ଗୋଟିଏ ଗ୍ଲାମର୍‌ ବାଇକ, ସୁନାଗହଣା ଓ ନଗଦ ୧ ଲକ୍ଷ ୬୮ ହଜାର ଟଙ୍କା ଜବତ ହୋଇଛି।

Leave A Reply

Your email address will not be published.