Odisha Link
Bridging the Missing Links in Odisha
Daily Archives

August 10, 2021

ଭିଜିଲାନ୍ସ ଜାଲରେ ଟେକ୍ନିକାଲ୍…

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଟେକନିକାଲ କନ୍ସଲଟାଣ୍ଟ। କେନ୍ଦୁଝର ଜିଲ୍ଲା ଯୋଡା ବ୍ଲକ୍ ଟେକନିକାଲ କନ୍ସଲଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଟେକ୍ନିକାଲ କନ୍ସଲଟାଣ୍ଟ କ୍ଷେତ୍ରବାସୀ ମହାନ୍ତଙ୍କ ଘରେ ଚଢ଼ାଉ ହୋଇଛି। ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢାଉ…

କଟକଣା ମଧ୍ୟ୍ୟରେ ଖୋଲିଲା ଘଟଗାଁ ମା’…

କେନ୍ଦୁଝର: ଆଜି ଖୋଲିଲା ଘଟଗାଁ ମା ତାରିଣୀ ମନ୍ଦିର। କଟକଣା ମଧ୍ୟ୍ୟରେ ମନ୍ଦିର ଖୋଲିବା ପାଇଁ ମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଗାଇଡ ଲାଇନ ଜାରି କାରାଯାଇଛି। ମନ୍ଦିରରେ ମାସ୍କ ପରିଧାନ କରିବା ବାଧ୍ୟତାମୂଳକ କରାଯାଇଛି। ଦୁଇଟି ପର୍ଯ୍ୟାୟରେ ସାଧାରଣ ଦର୍ଶନ କରିବେ ଶ୍ରଦ୍ଧାଳୁ।…