Odisha Link
Bridging the Missing Links in Odisha

ଭୁବନେଶ୍ୱର ବିମାନବନ୍ଦରକୁ ରେଡ୍ ଆଲର୍ଟ

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରକୁ ରେଡ୍ ଆଲର୍ଟ। ୧୦ଦିନ ପାଇଁ ଭୁବନେଶ୍ୱର ବିମାନବନ୍ଦରକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଦିଲ୍ଲୀ ବିମାନବନ୍ଦରକୁ ଆତଙ୍କବାଦୀ ଧମକ ଆସିବା ପରେ କଡା ସୁରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ଅଗଷ୍ଟ ୨୦ ଯାଏଁ ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି କରାଯିବ। ବିମାନବନ୍ଦରକୁ ରେଡ୍ ଆଲର୍ଟ ନେଇ  ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

Leave A Reply

Your email address will not be published.