Odisha Link
Bridging the Missing Links in Odisha
Daily Archives

August 11, 2021

ବଦଳିବ ନବମ ଓ ଦଶମ ପାଠ୍ୟକ୍ରମ, ଦୁଇ…

ଭୁବନେଶ୍ୱର: ନବମ ଓ ଦଶମ ଶ୍ରେଣୀ ପରୀକ୍ଷା ପାଇଁ ବଦଳିବ ପାଠ୍ୟକ୍ରମ। ଦୁଇ ଭାଗରେ ବିଭକ୍ତ ହେବ ନବମ ଓ ଦଶମ ଶେଣୀ ପାଠ୍ୟକ୍ରମ। ଏନେଇ ନୂଆ ଯୋଜନା କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ୨୦୨୧-୨୨ ଶିକ୍ଷା ବର୍ଷକୁ ଦୁଇ ଟର୍ମରେ ଭାଗ କରାଯାଇଛି। ପ୍ରଥମ ଟର୍ମ ଜୁଲାଇରୁ ନଭେମ୍ବର ଓ ଦ୍ୱିତୀୟ ଟର୍ମ ଡିସେମ୍ବରରୁ…

ଭିଜିଲାନ୍ସ ଜାଲରେ ପିଇଓ

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ପିଇଓ। ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ମଠକାରଗୋଲା ପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓ ସନ୍ତୋଷ ସାହୁଙ୍କ ଘରେ ରେଡ୍ ହୋଇଛି। ସନ୍ତୋଷଙ୍କ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସର ୫ଟି ଟିମ୍ ଏକକାଳୀନ ଚଢାଉ କରିଛନ୍ତି। ଜଣେ…

ଥମୁନି ମୃତ୍ୟୁସଂଖ୍ୟା, କରୋନା ନେଲା ଆଉ…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୮ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦କୁ ବୃଦ୍ଧି…

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୧୦୭୮…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୨୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୫୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଓଡ଼ିଶା ଫେରିଲେ ଓଡ଼ିଆ ହକି ଷ୍ଟାର, ଆଜି…

ଭୁବନେଶ୍ବର: ଓଡ଼ିଶା ଫେରିଛନ୍ତି ଅଲିମ୍ପିକ୍ସ ପଦକ ବିଜେତା ଭାରତୀୟ ହକି ଟିମର ୪ ଓଡ଼ିଆ ଖେଳାଳି। ପୁରୁଷ ଟିମର ଅମିତ ରୋହି ଦାସ , ବିରେନ୍ଦ୍ର ଲାକ୍ରା, ମହିଳା ଟିମ୍ ର ଦୀପ୍ ଗ୍ରେସ୍ ଏକ୍କା ଏବଂ ନମିତା ଟପ୍ପୋ ପହଞ୍ଚିଛନ୍ତି। ସମସ୍ତ ୪ ହକି ତାରକାଙ୍କୁ କଳିଙ୍ଗ ଷ୍ଟାଡିଅମରେ ଆଜି ଏକ ସ୍ବତନ୍ତ୍ର…

ଅଗଷ୍ଟ ୭କୁ ଜାତୀୟ ଜାଭେଲିନ୍ ଦିବସ ପାଳନ…

ନୂଆଦିଲ୍ଲୀ: ଅଗଷ୍ଟ ୭କୁ ଜାତୀୟ ଜାଭେଲିନ୍ ଦିବସ ରୂପେ ପାଳନ କରିବାକୁ ଘୋଷଣା। ଭାରତୀୟ ଜାଭ୍‌ଲିନ୍‌ ଖେଳାଳୀ ନୀରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସରେ ଏହି ଦିନ ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗୌରବାନ୍ବିତ କରିଥିବାରୁ। ଏହି ଦିନକୁ ସ୍ମରଣୀୟ କରିବା ପାଇଁ ପ୍ରତିବର୍ଷ ଅଗଷ୍ଟ ୭ ତାରିଖକୁ ଜାତୀୟ ଜାଭ୍‌ଲିନ୍‌…