Odisha Link
Bridging the Missing Links in Odisha
Daily Archives

August 14, 2021

ପ୍ରବଳ ବର୍ଷା ଆଶଙ୍କା, ସତର୍କ ସୂଚନା…

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ୧୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ନଜରରେ ରଖି ଏସଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖାଯାଇଛି। ଏସଆରସି ଚିଠିରେ ଉଲ୍ଲେଖ…

ଓଡ଼ିଶା ଆସିବେ ଅଲିମ୍ପିକ୍ ବିଜେତା ଭାରତୀୟ…

ଭୁବନେଶ୍ବର: ଓଡ଼ିଶା ଆସିବେ ଅଲିମ୍ପିକ୍ ବିଜେତା ଭାରତୀୟ ପୁରୁଷ ହକି ଦଳ। ୪୧ ବର୍ଷ ପରେ ଟୋକିଓ ଅଲିମ୍ପିକ୍ସରେ ହକିରେ ପଦକ ହାସଲ କରିଛି ଭାରତୀୟ ପୁରୁଷ ହକି ଦଳ। ବିଜେତା ଭାରତୀୟ ହକି ଦଳକୁ ପ୍ରୋତ୍ସାହିତ କରିବେ ଓଡ଼ିଶା ସରକାର। ଆସନ୍ତା ୧୬ ତାରିଖରେ ଟିମ୍ ଇଣ୍ଡିଆ ପୁରୁଷ ହକି ଦଳକୁ ଓଡ଼ିଶା ନିମନ୍ତ୍ରଣ…

ସୋଆ ମୁଖ୍ୟ ଲାଇବ୍ରେରିଆନ୍ ସମ୍ମାନିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମୁଖ୍ୟ ଲାଇବ୍ରେରିଆନ ଡ. ଡ଼ି.ବି.ରମେଶ ନିଜ କାର୍ଯ୍ୟକ୍ଷେତ୍ରରେ ଉତ୍କର୍ଷତା ଓ ଦକ୍ଷତା ନିମନ୍ତେ 'ଏକ୍ସିଲେନ୍ସ ଇନ ଏକାଡେମିକ ଲାଇବ୍ରେରି ଆୱାର୍ଡ-୨୦୨୧' ନିମନ୍ତେ ମନୋନୀତ ହୋଇଛନ୍ତି। ଚଳିତ ବର୍ଷ ନିମ୍ବସ ଅନଲାଇନ ପ୍ରାଇଭେଟ ଲିମିଟେଡ ଏବଂ କେନ୍ଦ୍ର…

ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ…

ଶ୍ରୀନଗର: ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପଣ୍ଡ। ଜମ୍ମୁକାଶ୍ମୀରରୁ ୪ ଜଣ ଆତଙ୍କୀଙ୍କୁ ଗିରଫ କରିବା ସହ ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନାକୁ ବିଫଳ କରିଛନ୍ତି ଭାରତୀୟ ସୁରକ୍ଷା ବଳ। ଜମ୍ମୁକାଶ୍ମୀରରେ ୪ ଜଣ ଜୈସ ଏ ମହମ୍ମଦ ଆତଙ୍କବାଦୀଙ୍କୁ ଗିରଫ କରାଯିବା ସହ ବିପୁଳ ଆଇଡି ବିସ୍ଫୋରକ ଜବତ…

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା: ପୁଣି ଥରେ…

ଭୁବନେଶ୍ୱର: ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟ ରଞ୍ଜନ ମହାପାତ୍ର ପୋଡି ହୋଇ ମୃତ୍ୟୁବରଣ କରିଥିବା ବେଳେ ଇତି ମଧ୍ୟରେ ମୃତ୍ୟୁକୁ ମାସେ ପୁରିଛି। ଏଯାଏଁ କୌଣସି ନିଷ୍କର୍ସ ମିଳିନଥିବା ବେଳେ ମାମଲାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି। ଶନିବାର ରାଜ୍ୟ ସରକାର ମାମଲାର ତଦନ୍ତ…

ଯୋଗୀଙ୍କ ବିରୋଧରେ ନିର୍ବାଚନ ଲଢିବେ…

ଉତ୍ତରପ୍ରଦେଶ: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଏବେଠାରୁ ଏହାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ଏହାରି ମଧ୍ୟରେ ୟୁପିର ପୂର୍ବତନ ଚର୍ଚ୍ଚିତ ଆଇପିଏସ୍ ଅମିତାଭ ଠାକୁର ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବିରୋଧରେ ନିର୍ବାଚନ ଲଢିବାକୁ ଘୋଷଣା କରିଛନ୍ତି। ଅମିତାଭ ଠାକୁର ତାଙ୍କ…

ଅଗଷ୍ଟ ୧୪କୁ ବିଭାଜନ ବିଭୀଷିକା ଦିବସ…

ନୂଆଦିଲ୍ଲୀ: ଅଗଷ୍ଟ ୧୪ ତାରିଖକୁ ଭାରତ ବିଭୀଷିକା ଦିବସ ଭାବେ ପାଳନ କରିବ ଭାରତ। ୧୯୪୭ ମସିହାରେ ଭାରତୀୟ ଉପମହାଦେଶର ବିଭାଜନ କାଳୀନ ଯନ୍ତ୍ରଣା ଓ ଲକ୍ଷାଧିକ ବିସ୍ତାପିତଙ୍କ ସଂଘର୍ଷକୁ ମନେ ପକାଇ ଏହି ଦିବସ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି…

+୨ କଳା ଓ ଧନ୍ଦାମୂଳକ ରେଜଲ୍ଟ,;…

ଭୁବନେଶ୍ବର:ଆଜି ପ୍ରକାଶ ପାଇଛି +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ। ରେଜଲ୍ଟ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ। www.orissaresults.nic.in ରେ ରେଜଲ୍ଟ ଉପଲବ୍ଧ ଅଛି। ତେବେ ପରୀକ୍ଷାର୍ଥୀ ଯଦି ମାର୍କରେ ଅସନ୍ତୁଷ୍ଟ ତାହେଲେ ଅଫଲାଇନରେ ପରୀକ୍ଷା ଦେଇପାରିବେ। ୨୧ ତାରିଖ ସୁଦ୍ଧା ଅଫଲାଇନରେ ପରୀକ୍ଷା…

୧୬ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ…

ପୁରୀ: ଅଗଷ୍ଟ ୧୬ ତାରିଖରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପୁରୀ ସ୍ବର୍ଗଦ୍ବାର। କୋଭିଡ କଟକଣା ସହିତ ଖୋଲାଯିବା ନେଇ ରହିଛି ସୂଚନା। ଏନେଇ ଆଜି ପୁରୀ ଉପଜିଲ୍ଲାପଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ପୁରୀ ବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି। କୋଭିଡ କଟକଣା ମଧ୍ୟରେ ସର୍ବାଧିକ ୧୦ ଜଣଙ୍କ…

ପ୍ରକାଶ ପାଇଲା ଯୁକ୍ତ ୨ କଳା ଓ…

ଭୁବନେଶ୍ବର: ବିନା ପରୀକ୍ଷାରେ ପ୍ରକାଶ ପାଇଲା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଫଳ। ପୂର୍ବସୂଚନା ମୁତାବକି ଠିକ ଅପରାହ୍ନ ୧ଟାରେ ବିଧିବିଦ୍ଧ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ଏହାସହ orissaresults.nic.in ୱେବସାଇଟ୍‌ରେ ମଧ୍ୟ ଫଳ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ…