Odisha Link
Bridging the Missing Links in Odisha

ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ସମ୍ବର୍ଦ୍ଧିତ କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ଭାରତୀୟ ହକି ଦଳର ଦୁଇ ଓଡ଼ିଆଙ୍କ ସମ୍ବର୍ଦ୍ଧିତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନୂଆଦିଲ୍ଲୀ ସ୍ଥିତ ନିଜ ବାସଭବନରେ ଭାରତୀୟ ହକି ଦଳର ଦୁଇ ଓଡ଼ିଆ ଖେଳାଳି ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ଭେଟି ଟୋକିଓ ଅଲମ୍ପିକ୍ସରେ ସଫଳ ପ୍ରଦର୍ଶନ ପାଇଁ ଅଭିନନ୍ଦନ ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।