Odisha Link
Bridging the Missing Links in Odisha
Daily Archives

August 16, 2021

ଆଜିଠୁ ନବମ ଶ୍ରେଣୀ ଅଫଲାଇନ ପାଠପଢ଼ା…

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଅଫଲାଇନରେ ନବମ ଶ୍ରେଣୀ ପାଠପଢ଼ା ଆରମ୍ଭ। ସକାଳ ୯ଟାରୁ ୧୨ଟା ୩୦ ଯାଏଁ ସ୍କୁଲରେ ପାଠପଢ଼ା ହେବ। ଅଭିଭାବକଙ୍କ ଅନୁମତି ପତ୍ର ନେଇ ଛାତ୍ରଛାତ୍ରୀମାନେ ସ୍କୁଲ ଆସିବେ। କ୍ଲାସ୍‌ରୁମ୍‌ରେ ପାଠ ପଢ଼ା ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପୂର୍ବରୁ କୁହାଯାଇଛି। କୋଭିଡ…

ପୁଣି ଆଫଗାନିସ୍ତାନରେ ତାଲିବାନ ଶାସନ…

ଆଫଗାନିସ୍ତାନ: ପୁଣି ଆଫଗାନିସ୍ତାନରେ ତାଲିବାନ ଯୁଗ ଆରମ୍ଭ। ଆଫଗାନିସ୍ତାନରେ ୨୦ ବର୍ଷ ଧରି କ୍ଷମତାରୁ ବାହାରେ ରହିଥିବା ତାଲିବାନ ପୁଣି ଥରେ ବଳପୂର୍ବକ କ୍ଷମତାକୁ ଦଖଲ କରିଛି। ୧୦୩ ଦିନର ଲଢ଼େଇ ପରେ ଆଫଗାନିସ୍ତାନକୁ ନିଜ କବଜାକୁ ନେଇଛି ତାଲିବାନ। କାବୁଲକୁ ନିଜ ନିୟନ୍ତ୍ରଣକୁ ନେବା ପରେ ଏବେ ତାଲିବାନ…

ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷା…

ଭୁବନେଶ୍ୱର: ଦାନା ବାନ୍ଧୁଛି ଲଘୁଚାପ। ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ବର୍ତ୍ତମାନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାର ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା କହିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା…

ଆଜିଠୁ ଜଗା ଦର୍ଶନ କରିବେ…

ପୁରୀ: ଆଜିଠୁ ଜଗା ଦର୍ଶନ କରିବେ ଶ୍ରୀକ୍ଷେତ୍ରବାସୀ। ସକାଳ ୭ରୁ ସନ୍ଧ୍ୟା ୭ଟା ଯାଏଁ ତିନି ପର୍ଯ୍ୟାୟରେ କରିବେ ଦର୍ଶନ। ୩, ୬, ୧୧, ୧୨, ୧୪, ୧୫ ଓ ୧୮ ନମ୍ବର ୱାର୍ଡ ବାସିନ୍ଦା ଆଜି ଦର୍ଶନ କରିବେ। ଟୋକନ ଓ ପରିଚୟ ପତ୍ର ଦେଖାଇ ସ୍ୱତନ୍ତ୍ର ବ୍ୟାରିକେଡ୍ ଦେଇ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି…