Odisha Link
Bridging the Missing Links in Odisha

+୩ ନାମଲେଖା ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଉଚ୍ଚଶିକ୍ଷା ବିଭାଗ। ବିଜ୍ଞପ୍ତି ଅନୁସାରେ, +୩ ନାମଲେଖା ପାଇଁ ଅଗଷ୍ଟ ୨୦ରୁ ସେପ୍ଟମ୍ବର ୪ ତାରିଖ ଯାଏଁ ଅନଲାଇନରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ।

ଏଥିସହ ସେପ୍ଟେମ୍ବର ୯ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ସେପ୍ଟେମ୍ବର ୯ରୁ ୧୪ ଯାଏଁ ସାମସ ପୋର୍ଟାଲରେ ଅନଲାଇନ୍ ଫି’ ଦାଖଲ କରିବାକୁ ପଡିବ। ଏହା ସହ ସେପ୍ଟେମ୍ବର ୨୧ ତାରିଖରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ।

Leave A Reply

Your email address will not be published.