Odisha Link
Bridging the Missing Links in Odisha

ରାଜ୍ୟର ୧୨ ଜିଲ୍ଲାରେ ହେବ ସେରୋ ସର୍ଭେ

ଭୁବନେଶ୍ୱର: କରୋନା କାଳରେ ରାଜ୍ୟର ୧୨ଟି ଜିଲ୍ଲାରେ ହେବ ସେରୋ ସର୍ଭେ। ରାଜ୍ୟସ୍ତରୀୟ ସେରୋଲୋଜିକାଲ ସର୍ଭେ ପାଇଁ ଆରଏମଆରସି ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର।

ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାଗୁଡିକରେ ସେରୋଲୋଜିକାଲ ସର୍ଭେ ପାଇଁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର।

ସମ୍ପୃକ୍ତ ଜିଲ୍ଲାଗୁଡିକରେ ଶିଶୁଙ୍କ ସମେତ ସବୁ ବର୍ଗର ସେରୋ ସର୍ଭେ କରାଯି । ଏପରି କରିବା ଦ୍ୱାରା ରାଜ୍ୟରେ କେତେ ଲୋକଙ୍କ ଶରୀରରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି, ତାହା ଜଣାପଡ଼ିବ।

Leave A Reply

Your email address will not be published.