Odisha Link
Bridging the Missing Links in Odisha
Daily Archives

August 20, 2021

ପିଲାଙ୍କ ପାଇଁ କରୋନା ଟିକା: କ୍ଳିନିକାଲ୍…

ନୂଆଦିଲ୍ଲୀ: ୧୨ରୁ ୧୭ ବର୍ଷ ପିଲାଙ୍କ ପାଇଁ ଉପଲବ୍ଧ ହୋଇପାରେ କରୋନା ଟିକା। ଏନେଇ କ୍ଲିନିକାଲ ଟ୍ରାଏଲ ପାଇଁ ଭାରତ ସରକାରଙ୍କଠାରୁ ଅନୁମତି ମାଗିଛି ଜନସନ ଆଣ୍ଡ ଜନସନ। ଯଦି ସରକାରଙ୍କ ପକ୍ଷରୁ ଏଥିଲାଗି ଅନୁମତି ମିଳିବ ତେବେ ଦେଶରେ ଖୁବ୍ ଶୀଘ୍ର ୧୨ରୁ ୧୭ ବର୍ଷ ବୟସ୍କଙ୍କୁ ସିଙ୍ଗଲ ଡୋଜ ଟିକା ମିଳିବ।…

ନକ୍ସଲଙ୍କ ଆକ୍ରମଣରେ ୨ ଯବାନ ସହିଦ

ଛତିଶଗଡ: ନକ୍ସଲଙ୍କ ଆକ୍ରମଣରେ ୨ ଯବାନ ସହିଦ। ଛତିଶଗଡ ନାରାୟଣପୁରରେ ନକ୍ସଲଙ୍କ ଆକ୍ରମଣରେ ଆଇଟିବିପିର ୨ ଯବାନ ସହିଦ ହୋଇଛନ୍ତି। ନକ୍ସଲମାନେ କଡେମେଟା କ୍ୟାମ୍ପରୁ ୬୦୦ ମିଟର ଦୂରରେ ଯବାନମାନଙ୍କ ଉପରେ ଆକ୍ରମଣ କରିଥିଲେ। ଆକ୍ରମଣ ପରେ ନକ୍ସଲମାନେ ଯବାନମାନଙ୍କ ଏକେ-୪୭ ରାଇଫଲ, ଦୁଇଟି ବୁଲେଟପ୍ରୁଫ୍…

ଆୟୂଷ୍ମାନ ଯୋଜନା ଓ ବିଜୁ ସ୍ୱାସ୍ଥ୍ୟ…

ଭୁବନେଶ୍ୱର: ଆୟୂଷ୍ମାନ ଯୋଜନା ଓ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡ଼ି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟ୍ୱିଟରରେ ମୁହାଁମୁହିଁ ହୋଇଛନ୍ତି। ଆୟୂଷ୍ମାନ ଯୋଜନା ଓ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଉଭୟ ପରସ୍ପରକୁ ଟାର୍ଗେଟ କରିଛନ୍ତି।…

ବଢ଼ିଲା ସୁନା ଦର

ନୂଆଦିଲ୍ଲୀ: ବଢ଼ିଲା ସୁନା ଦର। ଆଜି ୨୪ କ୍ୟାରେଟ୍‌ ସୁନାର ସ୍ପଟ୍‌ ପ୍ରାଇସ୍‌ ୧୩୫ ଟଙ୍କା ମହଙ୍ଗା ହୋଇଛି। ଫଳରେ ପ୍ରତି ୧୦ ଗ୍ରାମକୁ ସୁନା ଦର ୪୭,୪୧୧ ଟଙ୍କାରେ କାରବାର ଆରମ୍ଭ ହୋଇଥିଲା। ସେହିପରି ରୂପା ଦର ୮୭୦ ଟଙ୍କା ହ୍ରାସ ପାଇଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ…

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ…

ମହାରାଷ୍ଟ୍ର: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟିପର ଓଲଟି ପଡିବା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ସମସ୍ତ ମୃତକମାନେ ଶ୍ରମିକ ବୋଲି ଜଣାପଡିଛି। ସୂଚନା ମୁତାବକ, ବୁଲଟାଣା ଜିଲ୍ଲାର ସମୃଦ୍ଧି ରାଜମାର୍ଗ ପରିଯୋଜନାର କାମ କରୁଥିବା ଶ୍ରମିକ ମାନଙ୍କୁ ନେଇ ଟ୍ରକଟି ଶ୍ରମିକମାନଙ୍କୁ…

ଆସନ୍ତା ୨୩ରୁ ଖୋଲିବ ବାବା…

ଆରଡ଼ି: ଦୀର୍ଘ ୪ମାସ ପରେ ଆସନ୍ତା ୨୩ରୁ ଖୋଲିବ ବାବା ଆଖଣ୍ଡଳମଣିଙ୍କ ମନ୍ଦିର। କୋଭିଡ କଟକଣା ମଧ୍ୟରେ ଖୋଲିବ ଆଖଣ୍ଡଳମଣିଙ୍କ ମନ୍ଦିର। ଏଥିପାଇଁ ସ୍ୱତନ୍ତ୍ର ଏସଓପି ଜାରି କରିଛନ୍ତି ଭଦ୍ରକ ଜିଲାପାଳ। ମନ୍ଦିରର ସାନିଟାଇଜ ପାଇଁ ପ୍ରତି ଶନିବାର ସର୍ବସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ସେହିପରି କୋଭିଡ…

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା:…

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ତଦନ୍ତ ବେଳେ ଡିଏଫ୍‌ଓଙ୍କ ଉପରେ ବଢ଼ିଲାଣି ସନ୍ଦେହ। ସୌମ୍ୟଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ରେକର୍ଡ ହେଲାବେଳେ ପାରଳାଖେମୁଣ୍ଡି ଡିପିଏଫ୍‌ଓ ଉପସ୍ଥିତ ଥିବା ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ମୃତ୍ୟୁକାଳୀନ…

ଫାର୍ମହାଉସ ପୋଖରୀରୁ ଛାତ୍ରୀଙ୍କ ମୃତଦେହ…

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରର ଏକ ଫାର୍ମ ହାଉସ୍‌ର ପୋଖରୀ ଭିତରୁ ଜଣେ ଛାତ୍ରୀଙ୍କ ମୃତଦେହ ମିଳିଛି। ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଏହି ଫାର୍ମ ହାଉସ୍‌ର ପୋଖରୀ ଭିତରୁ ସନ୍ଦେହଜନକ ଅବସ୍ଥାରେ ସମ୍ପୃକ୍ତ ଛାତ୍ରୀଙ୍କ ମୃତଦେହ ଆଜି ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଜଣଙ୍କ ନୟାଗଡର ଜଣେ ପ୍ରଫେସରଙ୍କ ଝିଅ…

ସାରା ଦେଶରେ ପ୍ରଥମ: ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ। ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ। ଆଜି ମାଲକାନଗିରିରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ଵିଜୁ…

ମାଲକାନଗିରିରେ ମୁଖ୍ୟମନ୍ତ୍ରୀ, ବାଣ୍ଟିଲେ…

ମାଲକାନଗିରି: ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମାଲକାନଗିରି ଷ୍ଟାଡିୟମ୍‌ ହେଲିପ୍ୟାଡରେ ପହଞ୍ଚିଲେ ନବୀନ। ସ୍ବତନ୍ତ୍ର ବିମାନ ଯୋଗେ ପହଁଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ମାଲକାନଗିରିର ସଂସ୍କୃତି ଭବନରେ BSKY ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କାର୍ଡର…