Odisha Link
Bridging the Missing Links in Odisha
Daily Archives

August 20, 2021

ଭୁବନେଶ୍ବରରେ ତେଲ ମନ୍ତ୍ରୀ ତେଲି

ଭୁବନେଶ୍ବର: ଭୁବନେଶ୍ବରରେ ତୈଳ ରାଷ୍ଟ୍ରମନ୍ତ୍ରୀ ରାମେଶ୍ବର ତେଲି। ଭୁବନେଶ୍ବର ବିମାନବନ୍ଦରରେ ରାଜ୍ୟ ବିଜେପି କାର୍ଯ୍ୟକର୍ତ୍ତା କଲେ ସ୍ବାଗତ। ଭୁବନେଶ୍ବର ସ୍ଥିତ ସ୍କିଲ ଡେଭେଲପମେଣ୍ଟ କେନ୍ଦ୍ରର ଉଦଘାଟନ କରିବେ। ଏଥିସହିତ ଆଇସିଟିର ଭୂମି ପୂଜନ କାର୍ଯ୍ୟକ୍ରମରେ ଶ୍ରୀ ତେଲି ଯୋଗଦେବେ ବୋଲି ସୂଚନା…

ରାଜ୍ୟରେ ନିଯୁକ୍ତ ହେବେ ୧୧ ହଜାର ନୂଆ…

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଫୋକସ୍‌ରେ ସ୍ବାସ୍ଥ୍ୟସେବା। ରାଜ୍ୟରେ ସ୍ବାସ୍ଥ୍ୟସେବା କିଭଳି ଆହୁରି ଲୋକାଭିମୁଖୀ ହୋଇପାରିବ ସେଥିପାଇଁ ସର୍ବଦା ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର। ଏସବୁ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ…

ଦିନକରେ ୧୨୮ ଛୁଆ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଉପର ତଳ ହେବାରେ ଲାଗିଛି କରୋନା ସଂକ୍ରମଣ। ଏସବୁ ମଧ୍ୟରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୯୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ହେଲେ ଚିନ୍ତା ବଢ଼ାଉଛି ଆକ୍ରାନ୍ତ ଶିଶୁଙ୍କ ସଂଖ୍ୟା। କାରଣ ଦିନକରେ ୦-୧୮ ବର୍ଷ ବୟସର ୧୨୮ ନୂଆ ରୋଗି ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ଚିହ୍ନଟ ହୋଇଥିବା…

ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ,…

ମାଲକାନଗିରି: କରୋନା କାଳରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଦିନ ସାଢ଼େ ୧୧ଟା ୩୦ ମିନିଟରେ ପହଁଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ। ଜିଲ୍ଲା ସଂସ୍କୃତି ଭବନଠାରେ ମୁଖ୍ୟମନ୍ତ୍ରୀ କେତେକ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ…