Odisha Link
Bridging the Missing Links in Odisha
Daily Archives

August 24, 2021

ତୃତୀୟ ଲହର ମୁକାବିଲା ନେଇ ଆଜି…

ନୂଆଦିଲ୍ଲୀ: ଦେଶରେ କରୋନାର ତୃତୀୟ ଲହରକୁ ନେଇ ବଢିଲା ଚିନ୍ତା। ଆଜି ଅପରାହ୍ନ ୩ଟା ୩୦ରେ ଜରୁରୀ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୈଠକରେ ବର୍ତମାନର କରୋନା ସ୍ଥିତି ନେଇ ଚର୍ଚ୍ଚା କରାଯିବ।ମହାମାରୀରୁ ବର୍ତ୍ତିବା ପାଇଁ ବର୍ତମାନ ପର୍ଯ୍ୟନ୍ତ ନିଆଯାଇଥିବା ପଦକ୍ଷେପ ନେଇ ମଧ୍ୟ ସମୀକ୍ଷା…

କାଲିଠୁ ୩ ଦିନ ଯାଏଁ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା କାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛିା ୯ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ନେଇ…

ଭିଜିଲାନ୍ସ ଜାଲରେ ସୁପରଭାଇଜର

ଭଦ୍ରକ: ଭିଜିଲାନ୍ସ ଜାଲରେ ସୁପରଭାଇଜର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ସିଡିପିଓ କାର୍ଯ୍ୟାଳୟର ସୁପରଭାଇଜର ମଲ୍ଲିଲତା ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍‌ କରାଯାଉଛି। ବାସଭବନ ସମେତ ୪ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍। ଭଦ୍ରକ ଜିଲ୍ଲା ସିଡିପିଓ କାର୍ଯ୍ୟାଳୟର…

ଆଜି ଓଡ଼ିଶା ଆସୁଛନ୍ତି ମୋହନ ଭାଗବତ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର (ଆର୍‌ଏସ୍‌ଏସ୍‌) ମୁଖ୍ୟ ଡ.ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ରାତିରେ ସେ ଭୁବନେଶ୍ୱରରେ ପହଞ୍ଚିବେ। ୫ ଦିନିଆ ଗସ୍ତ ସାରି ସେ ଅଗଷ୍ଟ ୨୯ ତାରିଖରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର…

ମାଲକାନଗିରିର ୪୮ ଖଣି ଲିଜ୍ ଟେଣ୍ଡର…

ମାଲକାନଗିରି: ମାଲକାନଗିରି ଲଘୁ ଖଣିଜ ବିବାଦ ମାମଲାରେ ବାତିଲ ହୋଇଛି ଖଣି ଲିଜ୍ ଟେଣ୍ଡର। ସମସ୍ତ ୪୮ଟି ଖଣି ଲିଜ୍ ଟେଣ୍ଡରକୁ ବାତିଲ କରିଛନ୍ତି ଜିଲ୍ଲାପାଳ। ସରକାରଙ୍କ ନିର୍ଦ୍ଦେଶକ୍ରମେ ଟେଣ୍ଡର ବାତିଲ କରିଛନ୍ତି ବର୍ତ୍ତମାନର ଜିଲ୍ଲାପାଳ। ଏହି ମାମଲାକୁ ନେଇ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ମାମଲାର…

ଆଜିଠୁ ଟୋକିଓ ପାରାଅଲମ୍ପିକ୍ସ ୨୦୨୦…

ଟୋକିଓ: ଆଜିଠୁ ଟୋକିଓରେ ଆରମ୍ଭ ହେବ ୨୦୨୦ ପାରାଅଲମ୍ପିକ୍ସ। ପ୍ରାୟ ୯ଟି ପ୍ରତିଯୋଗିତାରେ ୫୪ ଜଣ ପାରା ଆଥଲେଟ ଭାରତକୁ ପ୍ରତିନିଧିତ୍ୱ କରିବେ। ପାରାଅଲମ୍ପିକ ଖେଳରେ ଅଂଶଗ୍ରହଣ କରୁଥିବା ଏହା ସବୁଠାରୁ ବଡ ଭାରତୀୟ ଦଳ। ୨୨ଟି କ୍ରୀଡାରେ ୫୯୩ଟି ଇଭେଣ୍ଟ ଆୟୋଜନ କରାଯିବ। ୨୦୧୬ ରିଓ ପାରା ଅଲମ୍ପିକ୍ସ…

ରାଜ୍ୟରେ କରୋନା ନେଲା ଆଉ ୬୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟାରେ ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୯୩କୁ ବୃଦ୍ଧି ପାଇଛି।…

ରାଜ୍ୟରେ ଦିନକରେ ୮୦ ଛୁଆ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୬୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ…

ଆଫଗାନିସ୍ତାନ ସ୍ଥିତି ନେଇ ସବର୍ଦଳୀୟ…

ନୂଆଦିଲ୍ଲୀ: ଆଫଗାନିସ୍ତାନ ସ୍ଥିତି ନେଇ ସର୍ବଦଳୀୟ ବୈଠକ ଡାକିବାକୁ ନିଷ୍ପତ୍ତି ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ୨୬ ଅଗଷ୍ଟ ସକାଳେ ଏହି ସର୍ବଦଳୀୟ ବୈଠକ ବସିବ। ସର୍ବଦଳୀୟ ବୈଠକରେ ଆଫଗାନିସ୍ତାନରେ ସ୍ଥିତି ଓ ଭାରତର…

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୫ବଖରା ଘର

ଯାଜପୁର: ଯାଜପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଝାଲପଡ଼ା ଗାଁର ଦାସ ସାହିରେ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ୨ଟି ପରିବାରର ୫ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡରେ କାରଣ ଅସ୍ପଷ୍ଟ ରହିଛି।…