Odisha Link
Bridging the Missing Links in Odisha

ଯବାନଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ

ମାଲକାନାଗିରି: ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀ ଓ ଯବାନ ମୁହାଁମୁହିଁ। ଗୁଳି ବିନିମୟରେ ୨ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ଜଣେ ନକ୍ସଲ କମାଣ୍ଡର ନିହତ ହୋଇଥିବା ଜଣାପଡିଛି। ସୁକୁମା ଜିଲ୍ଲା କୋଣ୍ଟା ବ୍ଲକର ଗୋମ୍ପାଡ଼ ଜଙ୍ଗଲରେ ଡିଆରଜି ଓ ସିଆରପିଏଫ ଯବାନ ଏରିଆ ଡମିନେସନ ବେଳେ ଗୁଳି ବନିମୟ ହୋଇଥିଲା।

ସକାଳ ୫ଟାରୁ ୯ଟା ପର୍ୟ୍ୟନ୍ତ ଉଭୟ ପକ୍ଷ ମଧ୍ୟରେ ହୋଇଥିଲା ଗୁଳି ବିନିୟମ। ଘଟଣା ପରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି।

Leave A Reply

Your email address will not be published.