Odisha Link
Bridging the Missing Links in Odisha
Daily Archives

August 27, 2021

କଟକ ଏସ୍‌ସିବି ପୂର୍ବ ଭାରତର ଇକମୋ ହବ୍:…

କଟକ: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ଆଜି ଏସ୍‌ସିବିରେ ବହୁ ପ୍ରତୀକ୍ଷିତ ଏକ୍‌ମୋ ଚିକିତ୍ସାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୯ଟି ଏକମୋ ମେସିନକୁ ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ନବୀନ। ଏସ୍‌ସିବିରେ ଗୁରୁତର ରୋଗୀଙ୍କୁ ଇକମୋ ମାଗଣା ଚିକିତ୍ସା ସେବା…

ନବୀନଙ୍କ ରାସ୍ତାରେ ଯୋଗୀ: ୨୦୩୨ ଯାଏଁ…

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଥରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଭାରତୀୟ ହକି ଦଳର ପ୍ରାୟୋଜକ ବା ସ୍ପନ୍ସର ରହିଛଇ ଓଡ଼ିଶା। ସେହିପରି ଯୋଗୀ ସରକାର ଭାରତୀୟ କୁସ୍ତି ଦଳର ପ୍ରାୟୋଜକ ହୋଇଛି। ୨୦୩୨ ପର୍ଯ୍ୟନ୍ତ ଉତ୍ତର ପ୍ରଦେଶ ସରକାର କୁସ୍ତି ଦଳର ପ୍ରାୟୋଜକ ରହିବ। ଯେପରି…

କରୋନା ନେଲା ଆଉ ୬୯ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ମାମଲା କମିବାରେ ଲାଗିଛି। ଅନ୍ୟପଟେ ଚିନ୍ତା ବଢ଼ାଉଛି କରୋନା ମୃତ୍ୟୁ ସଂଖ୍ୟା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା…

ଚିନ୍ତା ବଢ଼ାଉଛି ୧୮ ବର୍ଷରୁ କମ୍‌ ବୟସର…

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ। ବିଗତ ଦିନ ଅପେକ୍ଷା ଏବେ ରାଜ୍ୟରେ କରୋନା ସଂକ୍ରମଣ ହାର ଧିରେ ଧିରେ କମିବାରେ ଲାଗିଛି। ଏସବୁ ମଧ୍ୟରେ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮୧୬ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୭୫…

ଆଜି ଶ୍ରୀଜିଉଙ୍କ ରାହୁରେଖା ଲାଗି ନୀତି,…

ପୁରୀ: ଆଜି ହେଉଛି ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ସମ୍ପନ୍ନ ହେବ। ଏଣୁ ଅପରାହ୍ନ ୨ଟାରୁ ସର୍ବସାଧାରଣ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ରହିଛି। ଅପରାହ୍ନରେ ଦଇତାପତି ସେବକମାନେ ଏହି ସେବା କରିବେ। ଭୋଗମଣ୍ଡପ…

ଏକ୍‌ମୋ ଚିକିତ୍ସାର ଲୋକାର୍ପଣ କରିବେ…

କଟକ: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। କାରଣ ଆଜି କଟକ ଏସ୍‌ସିବିରେ ବହୁ ପ୍ରତୀକ୍ଷିତ ଏକ୍‌ମୋ ଚିକିତ୍ସାର ଲୋକାର୍ପଣ ହେବ। ଏଥିପାଇଁ ଆଜି କଟକ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମଧ୍ୟାହ୍ନରେ ଏକ୍‌ମୋ ଚିକିତ୍ସାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏସ୍‌ସିବି…

ପୁରୀ: ସେବାୟତଙ୍କୁ ମିଳିବ ଘର, ନିର୍ମାଣ…

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର। ପ୍ରଥମ ପର୍ଯ୍ୟାୟରେ ୪୦୦ ସେବାୟତଙ୍କୁ ଘର ମିଳିବ। ୮ ଏକର ଜମିରେ ନିର୍ମାଣ ହେବ ସେବାୟତଙ୍କ ଘର।ଶ୍ରୀମନ୍ଦିର ପରିଚାଳନା ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। କେବଳ ସେତିକି ନୁହେଁ ଘର ନିର୍ମାଣ କରିବା ପାଇଁ ପ୍ରତି…

ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର…

ଭୁବନେଶ୍ବର: ଗୁରୁବାର ସନ୍ଧ୍ୟାରେ ଅନଷ୍ଠିତ ହେବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ଆଜି ହେବାକୁ ଥିବା ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର। ବିଶେଷକରି ପଞ୍ଚାୟତିରାଜ ବ୍ୟବସ୍ଥାରେ ସଂରକ୍ଷଣ ନେଇ କେତେକ ସଂଶୋଧନ ପ୍ରସ୍ତାବ ରହିବ ବୋଲି ବିଶେଷ ସୂତ୍ରରୁ ସୂଚନା…