Odisha Link
Bridging the Missing Links in Odisha
Daily Archives

September 1, 2021

ଆଜି ଓଏସ୍ଏସ୍‌ଟିଇଟି ପରୀକ୍ଷା

ଭୁବନେଶ୍ୱର: ଆଜି ଓଡ଼ିଶା ମାଧ୍ୟମିକ ସ୍କୁଲ ଟିଚର୍ ଇଲିଜିବେଲିଟି ଟେଷ୍ଟ ବା ଓଏସ୍ଏସ୍‌ଟିଇଟି ପରୀକ୍ଷା। ରାଜ୍ୟର ୨୮୮ଟି କେନ୍ଦ୍ରରେ ୫୩ ହଜାର ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ଚଳିତବର୍ଷ ପରୀକ୍ଷାରେ ସ୍ୱଚ୍ଛତା ବଜାୟ ରଖିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।…

କରୋନା ନେଲା ଆଉ ୫୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୨କୁ ବୃଦ୍ଧି ପାଇଛି।…

ରାଜ୍ୟରେ ୧୨୫ ଛୁଆ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୨୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୯୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା…

ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର: କରୋନା କଟକଣା ମଧ୍ୟରେ ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର। ରାଜ୍ୟର ପ୍ରାୟତଃ ସମସ୍ତ ଧର୍ମାନୁଷ୍ଠାନ ଖୋଲି ଥିବା ବେଳେ ଆଜିଠୁ ଲିଙ୍ଗରାଜ ମନ୍ଦିର ଖୋଲିଛି। ଟ୍ରଷ୍ଟ ବୋ଼ର୍ଡ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ମନ୍ଦିର ଗର୍ଭଗୃହକୁ ଶ୍ରଦ୍ଧାଳୁ ପ୍ରବେଶ କରିପାରିବେ ନାହିଁ। ସମସ୍ତ…

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା: ଆଜି…

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ଘଟଣାକୁ ଏକମାସରୁ ଅଧିକ ଦିନ ବିତିଗଲାଣି କିନ୍ତୁ ଏବେ ଯାଏଁ ମୃତ୍ୟୁ ପଛରୁ ପରଦା ଉଠିପାରିଲା ନାହିଁ। ଆଜି ଏହି ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ୍। କ୍ରାଇମ୍ ବ୍ରାଞ୍ଚର ଟିମ୍ ଜେରା କରିବା ନେଇ କ୍ରାଇମ୍ ବ୍ରାଞ୍ଚ୍…

ନକଲି ସାମ୍ବାଦିକଙ୍କ ପାଇଁ କମିଶନରେଟ୍…

ଭୁବନେଶ୍ୱର: ରାଜ୍ୟରେ ନକଲି ସାମ୍ବାଦିକଙ୍କ ପାଦୁର୍ଭାବ ଦିନକୁ ଦିନ ବଢୁଥିବା ବେଳେ ଏହାକୁ ଦମନ କରିବାକୁ କମିଶନରେଟ୍‌ ପୁଲିସର ନୂଆ ଯୋଜନା। ଏଣିକି ସାମ୍ବାଦିକଙ୍କ ଉପରେ ନଜର ରଖିବ କମିଶନରେଟ୍‌ ପୁଲିସ। ଭୁବନେଶ୍ୱର ସମେତ ରାଜ୍ୟରେ ମନଇଛା ଗାଡ଼ିରେ ପ୍ରେସ୍‌ ଲେଖି ବୁଲୁଥିବା ନକଲି ସାମ୍ବାଦିକଙ୍କୁ ସାବାଡ଼…

ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ। ଗୃହରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହେବେ ଶାସକ ବିରୋଧୀ। ବିଭିନ୍ନ ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ ରହିଥିବା ବେଳେ ବିରୋଧୀଙ୍କ ସବୁ ପ୍ରଶ୍ନର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ଶାସକ ଦଳ…

ଆଜିଠୁ ରାଜ୍ୟରେ ନୂଆ ଗାଇଡଲାଇନ ଲାଗୁ

ଭୁବନେଶ୍ୱର: କରୋନା ପାଇଁ ଆଜିଠୁ ରାଜ୍ୟରେ ନୂଆ ଗାଇଡଲାଇନ ଲାଗୁ। ଗତକାଲି ରାଜ୍ୟ ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ମାସ ପାଇଁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଏନେଇ ସାମ୍ବାଦିକ ଘୋଷଣା କରିଥିଲେ। ନୂଆ ଗାଇଡଲାଇନ ଅକ୍ଟୋବର ୧ ତାରିଖ…