Odisha Link
Bridging the Missing Links in Odisha

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର:  ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ତଦନୁଯାୟୀ ଡ. ପ୍ରମୋଦ କୁମାର ମେହେର୍ଦ୍ଧା କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି। ସେ କେନ୍ଦ୍ରରେ ଏନଏଫଏସଏମ ଏମଡିଭାବେ ଦାୟିତ୍ୱ ତୁଲାଇବେ।

ସେହିପରି ଜଳସମ୍ପଦ ସଚିବ ଅନୁ ଗର୍ଗଙ୍କୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗର  ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏହାଛଡ଼ା ଉଚ୍ଚ ଶିକ୍ଷା ସଚିବ ଶାଶ୍ୱତ ମିଶ୍ରଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।

Leave A Reply

Your email address will not be published.