Odisha Link
Bridging the Missing Links in Odisha
Daily Archives

September 5, 2021

ପ୍ରମୋଦ ଭଗତ: ଓଡ଼ିଶାର ନା ବିହାରର

ଭୁବନେଶ୍ବର: ଟୋକିଓରେ ତ୍ରିରଙ୍ଗା ଉଡ଼ାଇଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ପାର ଅଲିମ୍ପିକ୍ସରେ ଓଡିଆ ପୁଅ ପ୍ରମୋଦ ଦେଖାଇଛନ୍ତି ପରାକ୍ରମ। ପାରା ଅଲିମ୍ପିକ୍ସରେ ବ୍ୟାଟମିଂଟନରେ ଭାରତ ପାଇଁ ସ୍ୱର୍ଣ୍ଣ ଜିତିଛନ୍ତି ଓଡିଆ ପୁଅ। ପ୍ରଥମ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ଭାବେ ଅଲିମ୍ପିକ୍ସ ବା ପାରାଲିମ୍ପିକ୍ସରେ…

କରୋନା ନେଲା ଆଉ ୭ ଜୀବନ

କରୋନା: ରାଜ୍ୟରେ ଉପର ତଳ ହେବାରେ ଲାଗିଛି କରୋନା ସଂକ୍ରମଣ। ଦିନେ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଦିନେ ସଂଖ୍ୟା କମିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୫ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା…

କରୋନା: ଦିନକରେ ୧୩୧ ଛୁଆ ପଜିଟିଭ

କରୋନା: ରାଜ୍ୟରେ ଉପର ତଳ ହେବାରେ ଲାଗିଛି କରୋନା ସଂକ୍ରମଣ। ଦିନେ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଦିନେ ସଂଖ୍ୟା କମିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ କେବଳ ୦-୧୮ ବର୍ଷ ବୟସର ୧୩୧ ଜଣ ଛୁଆ ପଜିଟିଭ ଚିହ୍ନଟ ହୋଇଛନ୍ତି।…

୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ସେପ୍ଟେମ୍ବର ଆଣିଛି ଭଲ ଖବର। କାରଣ ମାସ ଆରମ୍ଭରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ଉତ୍ତର ପୂର୍ବ ଓ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଘୂର୍ଣ୍ଣିବଳୟ। ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ଭିତରେ ଉତ୍ତର ଓ…

ଆଜି କାହିଁକି ପାଳନ ହୁଏ ଗୁରୁ ଦିବସ?…

ଭୁବନେଶ୍ବର: ଆଜି ହେଉଛି ପବିତ୍ର ଗୁରୁ ଦିବସ। ସାରା ଦେଶ ଆଜି ସେପ୍ଟମ୍ବର ୫କୁ ଗୁରୁଦିବସ ରୂପେ ପାଳନ କରୁଛି। ସିଏ ହିଁ ଗୁରୁ, ଯିଏ ଆମକୁ ଅଜ୍ଞାନ ରୂପକ ଅନ୍ଧକାରରୁ ବାଟ କଢ଼େଇ ଜ୍ଞାନ ରୂପକ ଆଲୋକର ରାସ୍ତା ଦେଖାନ୍ତି। ଯାହାଙ୍କ ପ୍ରଦତ୍ତ ଜ୍ଞାନରେ ଆମେ ଜୀବନର ପ୍ରକୃତ ଉଦ୍ଦେଶ୍ୟ ବୁଝିପାରୁ, ସେ ହିଁ…