Odisha Link
Bridging the Missing Links in Odisha
Daily Archives

September 7, 2021

ରାଜ୍ୟରେ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୬୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ ୨୪ ଘଣ୍ଟାରେ ୬୩୮ କରୋନା…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୮୦୫ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୨ ଜଣ କ୍ୱାରେଣ୍ଟାଇନ୍‌ରୁ…

ନାବାଳକକୁ ହତ୍ୟା, ବେଳାଭୂମିରୁ ମୃତଦେହ…

ପୁରୀ: ସାଙ୍ଗକୁ ହତ୍ୟା କରି ନାବାଳକ ଫେରାର୍। ପୁରୀରେ ଜଣେ ନାବାଳକକୁ ହତ୍ୟା ପରେ ବେଳାଭୂମିରେ ମୃତଦେହ ଫିଙ୍ଗି ହତ୍ୟାକାରୀ ଫେରାର୍‌। ମୃତ ନାବାଳକ ହେଲେ ବଳିଆପଣ୍ଡା ବସ୍ତିର ଦୀନବନ୍ଧୁ ସାହୁଙ୍କ ପୁଅ ଶୁଭମ୍‌ ସାହୁ (୧୬)। ମୃତଦେହ ମିଳିବା ପରେ ପୁଲିସ ଏକ ହତ୍ୟା ମାମଲା ରୁଜୁ କରିଛି। ମୃତଦେହ…

ଲକ୍‌ଡାଉନ୍‌ରେ ଅମାନିଆ ଗଣିଲେ ୫୦ କୋଟି…

ଭୁବନେଶ୍ୱର: ଲକ୍‌ଡାଉନ୍‌ରେ ଗତ ୨ ବର୍ଷରେ କମିଶନରେଟ ପୁଲିସ୍‌ ଅମାନିଆଙ୍କ ଠାରୁ ଆଦାୟ କରିଛି ୫୦ କୋଟି। କଟକଣା ନ ମାନିବା ଏବଂ ଟ୍ରାଫିକ୍ ଉଲଂଘନ କରିବା ଅଭିଯୋଗରେ କମିଶନରେଟ୍ ପୋଲିସ ଏହି ଟଙ୍କା ଆଦାୟ କରିଛି। କେବଳ ଭୁବନେଶ୍ୱରରୁ ୪୫ କୋଟି ଟଙ୍କା ଆଦାୟ ହୋଇଥିବା ବେଳେ କଟକବାସୀ ତଣ୍ଡ ଗଣିଛନ୍ତି ୫…

ଓଡ଼ିଶାର ମଣ୍ଡା ମଇଁଷିକୁ ମିଳିଲା ଜାତୀୟ…

ଭୁବନେଶ୍ୱର: ଓଡ଼ିଶାର ମଣ୍ଡା ମଇଁଷିକୁ ମିଳିଲା ଜାତୀୟ ମାନ୍ୟତା। ବିରଳ ପ୍ରଜାତିର ଏହି ମଇଁଷି କେବଳ ଓଡ଼ିଶାରେ ହିଁ ଦେଖିବାକୁ ମିଳେ। ତେବେ ବର୍ତ୍ତମାନ ଏହି ମଇଁଷିକୁ ସାରା ଦେଶରେ ୯ମ ବ୍ରିଡ ଭାବେ ଘୋଷଣା କରାଯାଇଛି। ଏହି ମଇଁଷିର ଦେହର ରଙ୍ଗ ସାଧାରଣତଃ ପାଉଁଶିଆ ଓ ଧୁସର ରଙ୍ଗର। ମଣ୍ଡା ମଇଁଷି ଯାହାର…

୬ ଜିଲ୍ଲାରେ ବର୍ଷା ଆଶଙ୍କା, ୟେ‌ଲୋ…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାର ବି ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜାଗାରେ ବର୍ଷା ସମ୍ଭାବନା ଅଛି। ମଙ୍ଗଳବାର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ…