Odisha Link
Bridging the Missing Links in Odisha

ବିଧାନସଭା: ୧୧.୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର: ବିଧାନସଭା ଆରମ୍ଭରୁ ଗୃହ ମୁଲତବୀ। ଖଣି ଦୁର୍ନୀତି ପ୍ରସଙ୍ଗରେ କଂଗ୍ରେସ ଦେଇଥିବା ମୁଲତବୀ ପ୍ରସ୍ତାବ ଆଣିଥିଲା କଂଗ୍ରେସ। କିନ୍ତୁ ଏହି ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ ନ କରିବାରୁ ଗୃହରେ ହୋହାଲା କରିଥିଲେ କଂଗ୍ରେସ ସଦସ୍ୟ। ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

ଏହି ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ ନ କରିବାରୁ ଗୃହରେ ହୋହାଲା କରିଥିଲେ କଂଗ୍ରେସ ସଦସ୍ୟ। ବିଜେପି ସଦସ୍ୟମାନେ ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟକୁ ୧୧ ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

Leave A Reply

Your email address will not be published.