Odisha Link
Bridging the Missing Links in Odisha
Daily Archives

September 14, 2021

ବଢ଼ି ପାଣି ମଝିରେ ଫସି ରହିଛନ୍ତି ବୃଦ୍ଧା

ଅନୁଗୁଳ: ବଢ଼ି ପାଣି ମଝିରେ ଫସି ରହିଛନ୍ତି ବୃଦ୍ଧା। ଅନୁଗୁଳ ସଦର ହୁଳୁରୁସିଂହା ଦେଇ ବହି ଯାଉଥିବା ଲିଙ୍ଗରା ନାଳରେ ବଢ଼ି ପାଣି। ବଢ଼ି ପାଣି ମଝିରେ ଫସି ରହିଛନ୍ତି ଜଣେ ବୃଦ୍ଧା। ତାଙ୍କୁ ଉଦ୍ଧାର କରିଵାକୁ ଯାଇ ଆଉ ଜଣେ ଯୁବକ ମଧ୍ୟ ନାଳ ମଝି ପଥରରେ ଅଟକି ରହିଥିବା ବେଳେ ପ୍ରାୟ ୨ ଘଣ୍ଟା ହେଲାଣି…

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ୧୨…

ଅନୁଗୁଳ: ତାଲଚେର ରୋଡରୁ ଅନୁଗୁଳ ଅଭିମୁଖେ ଯାଉଥିବା ଏକ ଗହମ ବୋଝେଇ ମାଲବାହୀ ଟ୍ରେନ୍‌ ଗତ ରାତିରେ ଲାଇନଚ୍ୟୁତ୍‌ ହୋଇଯାଇଛି। ଲଗାଣ ବର୍ଷା ଯୋଗୁ ଅନୁଗୁଳ-ତାଳଚେର ରୋଡର ଭୋଗବେରଣୀ ନିକଟସ୍ଥ ଏକ ପୋଲ ଦବି ଯିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି। ହେଲେ ଏଥିରେ କେହି ମୃତାହତ ହୋଇ ନାହାନ୍ତି।…

ଆଜି ବି ପ୍ରବଳ ବର୍ଷିବ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବ‌ରେ ଦୁଇ ଦିନ ହେଲା ଉପକୂଳ ଓ ଆ‌ଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି। ପାଣିପାଗ ବିଭାଗ ଆଜି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶା ସମେତ ମହାନଦୀର ଉପରମୁଣ୍ଡ ତଥା ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…

ଆଜିଠୁ +୨ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ +୨ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ। ଆଡମିଶନ ସମୟରେ କୋଭିଡ ଗାଇଡଲାଇନ୍ ପାଳନ କରିବାକୁ କଲେଜଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ଅଫଲାଇନ୍ ବ୍ୟତୀତ ଛାତ୍ରଛାତ୍ରୀମାନେ ଅନଲାଇନ୍ ମାଧ୍ୟମରେ ଆଡମିଶନ କରିପାରିବେ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା…

ଆଜି ସୁନ୍ଦରଗଡ଼ରେ ସ୍ୱାସ୍ଥ୍ୟ କାର୍ଡ…

ସୁନ୍ଦରଗଡ଼: ଆଜି ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗସ୍ତରେ ଅବସରରେ ଆଜି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ସୁନ୍ଦରଗଡ଼ ଜିଲ୍ଲାରେ ୪ ଲକ୍ଷ ୩୬ ହଜାର ୯୪୮ କାର୍ଡ ବଣ୍ଟନ କରାଯିବ। ଜିଲ୍ଲାର ୧୫ ଲଷ ୯ ହଜାର…