Odisha Link
Bridging the Missing Links in Odisha

ବର୍ଷାର ପ୍ରଭାବରୁ ଆଜି ନନ୍ଦନକାନନ ବନ୍ଦ

ଭୁବନେଶ୍ୱର: ଲଗାଣ ବର୍ଷା କାରଣରୁ ଆଜି ନନ୍ଦନକାନନକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି। ନନ୍ଦନକାନନର ୪ଟି ସଫାରୀ ସମେତ ବୋଟିଂକୁ ବି ବନ୍ଦ କରିଦିଆଯାଇଛି। ପର୍ଯ୍ୟଟକ ଓ ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ଆଜି ଏହାକୁ ବନ୍ଦ କରିବା ନେଇ ନିଷ୍ପତି ନିଆଯାଇଛି।

ତେବେ ଲଗାଇ ବର୍ଷା କାରଣରୁ କୌଣସି ଜୀବଜନ୍ତୁଙ୍କର କୌଣସି ପ୍ରକାର ହାନି ହୋଇନାହିଁ। ସେମାନେ ସମସ୍ତେ ସୁରକ୍ଷିତ ରହିଛନ୍ତି। ଏନେଇ ନନ୍ଦନକାନନର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Leave A Reply

Your email address will not be published.