Odisha Link
Bridging the Missing Links in Odisha
Daily Archives

September 15, 2021

ଷ୍ଟେସନରେ ଏକାକୀ ମୋଦି!

ମୁମ୍ବାଇ: ହାତରେ ଟ୍ରଲି ବ୍ୟାଗ। ନା ରହିଛି କଡ଼ା ସିକ୍ୟୁରିଟି। ବାସ୍‌ ଏକ ଟ୍ରଲି ବ୍ୟାଗ ଧରି ଷ୍ଟେସନରେ ଚାଲିଛନ୍ତି ପିଏମ୍‌ ମୋଦି। ମୁମ୍ବାଇର ଦାଦର ରେଳ ଷ୍ଟେସନରେ ଦେଖିବାକୁ ମିଳିଛି ଏମିତି କିଛି ଦୃଶ୍ୟ। ଯାହାର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ଚର୍ଚ୍ଚା ମଧ୍ୟ…

ବର୍ଷା ବିତ୍ପାତ: ୧୩୯ ବ୍ଲକର ୪୯୬୪ ଗାଁ…

ଭୁବନେଶ୍ବର: ଲଗାଣ ବର୍ଷାରେ ଏବେ ରାଜ୍ୟର ସ୍ଥିତି ଅଣାୟତ୍ତ। ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବରେ ୨୪ଟି ଜିଲ୍ଲାର ୨୩ଲକ୍ଷ ୮୨ହଜାର ୭୯୫ଜଣ ଲୋକ ପ୍ରଭାବିତ ହୋଇଛନ୍ତି। ଆଜି ରାଜ୍ୟରେ ବର୍ଷା ପରିମାଣ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ଆଜକୁ ମିଶାଇ ଗତ ୩ଦିନ ଧରି ରାଜ୍ୟରେ ହାରାହାରି ମୋଟ ୧୭୩ମିମି…

ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା,…

ସମ୍ବଲପୁର: ରାଜ୍ୟରେ କମିଛି ଲଘୁଚାପ ବର୍ଷା। ହେଲେ ହୀରାକୁଦର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା କାରଣରୁ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଆଜି ମଧ୍ୟାହ୍ନ ସୁଦ୍ଧା ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ୍‌ ହେଉଛି। ମିଳିଥିବା ସୂଚନା ମୁତାବିକ ଏବେ ଆଉ ୮ଟି ଗେଟ୍‌ ଖୋଲାଯାଇଥିବା ସୂଚନା ରହିଛି।…

ପିପିଲି ପଲିଟିକ୍ସ: ଷ୍ଟାର ପ୍ରଚାରକ…

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ। ପିପିଲି ହାତେଇବା ପାଇଁ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଆରମ୍ଭ କରିଛନ୍ତି କସରତ। ପିପିଲି ଫାଇଟ୍‌ ପାଇଁ ବିଜେପି ମଙ୍ଗଳବାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଥିବା ବେଳେ ବୁଧବାର ବିଜେଡି ଓ କଂଗ୍ରେସ ଘୋଷଣା…

ଗିରଫ ହେଲେ କୁବେର ଦିଦି

ଭୁବନେଶ୍ବର: କୁବେର ଅଙ୍ଗନବାଡ଼ି ଦିଦି ଗିରଫ। ଆଜି ଭିଜିଲାନ୍ସ ଭୁବନେଶ୍ୱର କୋରଡ଼କଣ୍ଟାର ଅଙ୍ଗନବାଡ଼ି ଦିଦି କବିତା ମଥାନଙ୍କୁ ଗିରଫ କରିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗତକାଲି କବିତାଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ୍ କରିଥିଲା। ୟକବିତାଙ୍କ ଭୁବନେଶ୍ୱର କେଶୁରା ଓ ଝାରପଡ଼ାରେ ଏକାଧିକ ବହୁତଳ…

ବିଜେଡ଼ିରେ ମିଶ୍ରଣ ପର୍ବ

କୋରାପୁଟ: ବିଜେଡ଼ିରେ ମିଶ୍ରଣ ପର୍ବ। ଆଗକୁ ପଞ୍ଚାୟତ ନିର୍ବାଚନ ଥିବାବେଳେ ନେତାଙ୍କ ଦଳ ଡିଆଁ ପର୍ବ ଆରମ୍ଭ ହୋଇଯାଇଛି। କୋରାପୁଟରେ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଚନ୍ଦ୍ରଶେଖର ମାଝୀ ବିଜେଡ଼ିରେ ଯୋଗ ଦେଇଛନ୍ତି। ସେ ନିଜର କର୍ମୀ ଓ ସମର୍ଥକଙ୍କ ସହ ବିଜେଡ଼ିରେ ସାମିଲ ହୋଇଛନ୍ତି। ଏହି…

ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା:…

ଭୁବନେଶ୍ବର: ଉପରମୁଣ୍ଡରେ ବର୍ଷା ଜାରି ରହିଥିବାରୁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି। ତେବେ ଏଥିପାଇଁ ମହାନଦୀ ଅବବାହିକାରେ ବିଶେଷ କ୍ଷତି ହେବ ନାହିଁ ବୋଲି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର କହିଛନ୍ତି ଯେ, ବନ୍ୟା ମୁକାବିଲା…

୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨…

ଜଳେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ଥାନା ମହମ୍ମଦନଗର ପାଟଣା ଅଞ୍ଚଳରୁ ୧୦୫ ଗ୍ରାମ୍ ବ୍ରାଉନସୁଗାର ଜବତ। ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଜଳେଶ୍ବର ପୁଲିସ। ଏହାସହ ଏକ ବୁଲେଟ୍ ମଟର ସାଇକେଲ୍ ଏବଂ କିଛି ଟଙ୍କା ଜବତ କରିଛି ଜଳେଶ୍ଵର ପୁଲିସ। ଗିରଫ ଦୁଇ ଜଣଙ୍କ ଘର ଭୁବନେଶ୍ବରରେ ହୋଇଥିବା ବେଳେ…

ରାଜଧାନୀରେ ଫୁଟିବନି ବାଣ, ବିକ୍ରି ଉପରେ…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଏଥର ମଧ୍ୟ ଫୁଟିବନି ବାଣ। ଦୀପାବଳିରେ ବାଣ ବିକ୍ରି ଏବଂ ଫୁଟାଇବା ଉପରେ କଟକଣା ଲଗାଯାଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଟ୍ୱିଟ୍ ଜରିଆରେ ଏନେଇ ଘୋଷଣା କରିଛନ୍ତି। ଦିଲ୍ଲୀରେ ପ୍ରଦୂଷଣ ସ୍ଥିତିକୁ ଦୃଷ୍ଟିରେ ରଖି ସେ ଏହି ନିଷ୍ପତ୍ତି ନେଇଛନ୍ତି।…

ପିପିଲି ଉପନିର୍ବାଚନ ପାଇଁ ବିଜେପିର…

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛି ବିଜେପି। ବିଜେପି ପିପିଲି ପାଇଁ ମୋଟ ୨୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଥିବା ବେଳେ ଲିଷ୍ଟରେ ୩ ଜଣ କେନ୍ଦ୍ରମନ୍ତ୍ରୀ ରହିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର…