Odisha Link
Bridging the Missing Links in Odisha

ହୀରାକୁଦ ଡ୍ୟାମର ୬ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍‌। ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ। ବାମପାର୍ଶ୍ବରେ ୪ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।

ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ ଜଳ ପ୍ରବେଶ କରୁଛି। ସେହିଭଳି ଜଳଭଣ୍ଡାର ମଧ୍ୟରୁ ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ ଜଳ ବାହାରୁଛି।

Leave A Reply

Your email address will not be published.